ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ: ଗାଡ଼ିରୁ ମିଳିଲା…

ନୂଆପଡ଼ା,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ସରକାରୀ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା ମିଳିବା ପରେ ଘରେ ରେଡ୍‌ ଚଳାଇଛି ଭିଜିଲାନ୍ସ ଟିମ୍‌। କାରଣ ଜବତ ଟଙ୍କାର ହିସାବ ଦେଇପାରି ନ ଥିଲେ ସିଡିଭିଓ। ଏତେଗୁଡ଼ିଏ ଟଙ୍କା ଧରି କଟକ ଯାଉଥିବା ବେଳେ ଭିଜିଲାନ୍ସ ଟିମ୍‌ ଧରିଥିଲା।

ତ୍ରିଲୋଚନ ଧଳଙ୍କ ନୂଆପଡ଼ାସ୍ଥିତ ସରକାରୀ ବାସଭବନ, କାର୍ଯ୍ୟାଳୟ ଓ କଟକ ନରାଜସ୍ଥିତ ପୈତୃକ ଘରେ ଏକକାଳୀନ ଚଢ଼ାଉ ଚାଲିଛି। କୋରାପୁଟ ଭିଜିଲାନ୍ସ ଡିଏସ୍‌ପିଙ୍କ ନେତୃତ୍ୱରେ ଏହି ଚଢ଼ାଉରେ ସାମିଲ ଅଛନ୍ତି କଳାହାଣ୍ଡି ଓ ନୂଆପଡ଼ା ଭିଜିଲାନ୍ସ ଟିମ୍‌ ।

ବର୍ତ୍ତମାନ ସୁଦ୍ଧା ଚଢ଼ାଉରେ କେତେ ସମ୍ପତ୍ତି ମିଳିଛି ସେନେଇ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ। ଚଢ଼ାଉ ସରିବା ପରେ ସବିଶେଷ ତଥ୍ୟ ଦିଆଯିବ ବୋଲି ଭିଜିଲାନ୍ସର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତେଇ ଘାଟରେ ବିପଦପୂର୍ଣ୍ଣ ଯାତ୍ରା: ଦଉଡ଼ିରେ ଝୁଲୁଛି ଯାତ୍ରୀଙ୍କ ଜୀବନ

ଭଦ୍ରକ ଅଫିସ, ୨୮ା୬-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମେଦ ପଞ୍ଚାୟତର ଚାରବାଟିଆ ମନ୍ତେଇ ନଦୀଘାଟରେ ଦୈନିକ ହଜାର ହଜାର ଲୋକ ବିପଦପୂର୍ଣ୍ଣ ଭାବେ ଡଙ୍ଗା ମାଧ୍ୟମରେ...

ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ...

ମା’ଙ୍କ ମୃତ୍ୟୁ ପରେ କବରସ୍ଥଳରେ ଧୂପ ଦେଇ ବସି ରହୁଥିଲେ, ମାସକ ପରେ ଜୀବନ ହାରିଲେ ପୁଅ

ସଇଁତଲା, ୭ା୨(ଡି.ଏନ.ଏ.): ମାସକ ତଳେ ରୋଗଗ୍ରସ୍ତ ହୋଇ ଆରପାରିକୁ ଚାଲି ଯାଇଥିଲେ ମା’। ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଥିବା ପୁଅ ଶନିବାର ବେକରେ ଶାଢ଼ି ଲଗାଇ...

ଘରେ ପଶି ଭୁଜାଲିରେ ଆକ୍ରମଣ କଲେ ଦୁବୃର୍ତ୍ତ: ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଆରଡ଼ି,୯।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ନିକଟସ୍ଥ ଆଖଣ୍ଡଳମଣି ଭଦ୍ରକ ରାସ୍ତା ପାର୍ଶ୍ୱରେ ଥିବା ଏକ ଘରୁ ଶନିବାର ବିଳମ୍ବିତ ରାତିରେ...

ରାଜ୍ୟରେ ଉତ୍ପାଦନ ହେଉଛି ୨୦ହଜାର ମେଟ୍ରିକ୍‌ ଟନ୍‌ ଲିଚୁ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲିଚୁ ଚାଷ ପାଇଁ ଆର୍ଦ୍ର ଉପକ୍ରାନ୍ତୀୟ ଜଳବାୟୁ ଅତ୍ୟନ୍ତ ଉତ୍କୃଷ୍ଟ। ଓଡ଼ିଶାରେ ପ୍ରାୟ ୪,୪୭୭ ହେକ୍ଟର ଜମିରେ ଲିଚୁ ଚାଷ କରାଯାଇ ୨୦,୪୩୧ ମେଟ୍ରିକ୍‌...

ଶିକ୍ଷକଙ୍କୁ କରୋନା ଯୋଦ୍ଧା ଘୋଷଣା କରାଯାଉ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ):କରୋନା ଲଢ଼େଇରେ ଆରମ୍ଭରୁ ନିଜକୁ ସାମିଲ କରିଥିବା ଶିକ୍ଷକଙ୍କୁ ତୁରନ୍ତ କରୋନା ଯୋଦ୍ଧାର ମାନ୍ୟତା ମିଳୁ। ରାଜ୍ୟ ସରକାର ଶିକ୍ଷକଙ୍କୁ ଯୋଦ୍ଧା ଭାବେ ଘୋଷଣା...

‘ନିଶା କାରବାର ଜଗ, ସୀମାନ୍ତରେ ନଜର ରଖ’

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସମୟରେ ବେଆଇନ ନିଶା କାରବାର ରୋକିବା ପାଇଁ ରାଜ୍ୟର ସୀମାନ୍ତ ଅଞ୍ଚଳରେ ନଜର ରଖିବାକୁ ରାଜ୍ୟ ଅବକାରୀ କମିଶନର ଆଶିଷ...

୩ ଦିନ ବୈରଖପାଲି ପଞ୍ଚାୟତ ଶଟଡାଉନ

ବିଜେପୁର,୪।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ପଞ୍ଚାୟତର ସାଧୁପାଲିରେ ଜଣେ ୪୦ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସରପଞ୍ଚ ଟଙ୍କଧର...

Advertisement
Archives

Model This Week