Nuapara By-Election: ୫ମ ରାଉଣ୍ଡ୍‌ରେ ବି ଜୟ ଢୋଲକିଆ ଆଗରେ, ଏତିକି ଭୋଟ୍‌ ପଛରେ ଅଛନ୍ତି ସ୍ନେହାଙ୍ଗିନୀ

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି ସକାଳ ୮ଟାରୁ ଜାରି ରହିଛି। ପଞ୍ଚମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୮ ହଜାର ୩୯୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୨୫୧୯୫ ଭୋଟ୍‌ ମିଳିଥିବାବେଳେ ଦ୍ୱିତୀୟ ସ୍ଥାନରେ କଂଗ୍ରେସର ଘାସିରାମ ମାଝୀଙ୍କୁ ୬୭୯୭ ଖଣ୍ଡ ଭୋଟ୍‌ ମିଳିଛି। ତୃତୀୟ ସ୍ଥାନରେ ଥିବା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୬୫୩୮ ଖଣ୍ଡ ଭୋଟ୍‌ ମିଳିଛି।

ସୂଚନାଯୋଗ୍ୟ, ମୋଟ ୩୫୮ ବୁଥ୍‌ ପାଇଁ ୧୪ଟି ଟେବୁଲରେ ୨୬ ରାଉଣ୍ଡରେ ଗଣତି ଜାରି ରହିଛି। ପ୍ରତ୍ୟେକ ଟେବୁଲରେ ୩ ଜଣ ଅଧିକାରୀ ରହିଛନ୍ତି। ଜଣେ ଗଣତି ସହ ଅଧିକାରୀ, ଗଣତି ସୁପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର ନିଯୁକ୍ତ ହୋଇଛନ୍ତି। ଏଥିଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?