ଅଣୁ ଅସ୍ତ୍ର: ନାଟୋ ବନାମ ରୁଷିଆ

ବ୍ରସେଲ୍ସ, ୧୮ା୧୦: ଫେଡେରେଶନ ଅଫ୍‌ ଆମେରିକାନ୍‌ ସାଇଣ୍ଟିଷ୍ଟ୍‌ ଅନୁସାରେ, ବିଶ୍ୱରେ ୯ ଦେଶ ନିକଟରେ ପ୍ରାୟ ୧୨,୭୦୦ ନ୍ୟୁକ୍ଲିୟର ଅସ୍ତ୍ର ରହିଛି। ସେଥିରୁ ୯୦% କେବଳ ଆମେରିକା ଏବଂ ରୁଷିଆ ନିକଟରେ ଅଛି। ରୁଷିଆ ପାଖରେ ଆଣବିକ ଅସ୍ତ୍ର ସଂଖ୍ୟା ୫,୯୭୭ ଥିବାବେଳେ ନାଟୋ ନିକଟରେ ୫,୯୪୩ ନ୍ୟୁକ୍ଲିୟର ଓ୍ବିପନ୍‌ ରହିଛି। ସେହିପରି ଆମେରିକା ନିକଟରେ ୫,୪୨୮ ଆଣବିକ ଅସ୍ତ୍ର ମହଜୁଦ୍‌ ରହିଥିବାବେଳେ ଫ୍ରାନ୍ସ ୨୯୦ ଏବଂ ବ୍ରିଟେନ୍‌ ୨୨୫ ନ୍ୟୁକ୍ଲିୟର ଅସ୍ତ୍ର ରଖିଛି। ବିଶେଷଜ୍ଞଙ୍କ ମତରେ ନ୍ୟୁକ୍ଲିୟର ଯୁଦ୍ଧ ସ୍ଥିତି ଉପନୀତ ହେଲେ ନାଟୋ ଏବଂ ରୁଷିଆ ଛୋଟ ପରମାଣୁ ଅସ୍ତ୍ର ବା ଟାକ୍ଟିକାଲ ନ୍ୟୁକ୍ଲିୟର ଓ୍ବିପନ୍‌କୁ ଯୁଦ୍ଧକ୍ଷେତ୍ରରେ ମୁତୟନ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri