ଚାଇନାରେ ଦ୍ରୁତ ଗତିରେ ବଢୁଛି ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର

ବେଜିଂ,୪।୧୧: ଆଜିକାଲି ଚାଇନା ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢାଇବାରେ ବ୍ୟସ୍ତ ଅଛି। ଆମେରିକାର ଅଧିକାରୀମାନେ ଏକ ବର୍ଷ ପୂର୍ବେ ଆକଳନ କରିଥିବା ତୁଳନାରେ ଚାଇନା ଏହାର ଆଣବିକ ଅସ୍ତ୍ର ସଂଖ୍ୟା ଦ୍ରୁତ ଗତିରେ ବଢାଇବାକୁ ପ୍ରୟାସ କରୁଛି। ଆମେରିକାର ସମାନ ହେବା ପାଇଁ ଚାଇନା ଏହା କରୁଛି ବୋଲି ଓ୍ବାଶିଂଟନ ବିଶେଷଜ୍ଞମାନେ ମତ ଦେଇଛନ୍ତି।
ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟର ପେଣ୍ଟାଗନ ରିପୋର୍ଟରେ କୁହାଯାଇଛି ଯେ, ଚାଇନା ୬ ବର୍ଷରେ ୭୦୦ପରମାଣୁ ଅସ୍ତ୍ର ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରୁଛି। ରିପୋର୍ଟ ଅନୁଯାୟୀ, ୨୦୩୦ ସୁଦ୍ଧା ଚାଇନା ଆଣବିକ ଅସ୍ତ୍ର ସଂଖ୍ୟାକୁ ୧୦୦୦କୁ ବୃଦ୍ଧି କରିବ। ଏକ ବର୍ଷ ପୂର୍ବେ ପେଣ୍ଟାଗନ ଚାଇନାର ଆଣବିକ ଅସ୍ତ୍ରଶସ୍ତ୍ରକୁ ପ୍ରାୟ ୨୦୦ରେ ରଖିଥିଲା, ଯାହା ଦଶନ୍ଧି ଶେଷ ସୁଦ୍ଧା ଦୁଇଗୁଣ କିମ୍ବା ୪୦୦ ହେବ ବୋଲି ଆକଳନ କରାଯାଇଥିଲା।
ଯୁକ୍ତରାଷ୍ଟ୍ର ଆମେରିକାରେ ଏବେ ୩,୭୫୦ ପରମାଣୁ ଅସ୍ତ୍ରଶସ୍ତ୍ର ଅଛି ଏବଂ ବର୍ତ୍ତମାନ ଏହି ସଂଖ୍ୟା ବୃଦ୍ଧି କରିବାକୁ ଇଚ୍ଛା କରୁନାହାଁନ୍ତି। ସ୍ତ୍‌ ୨୦୦୩ମସିହାରେ ଆମେରିକାରେ ୧୦,୦୦୦ ପରମାଣୁ ଅସ୍ତ୍ର ଥିଲା । ପରେ ଚୁକ୍ତିନାମା ଏବଂ ଅନ୍ୟାନ୍ୟ କାରଣ ଆମେରିକାର ଆଣବିକ ଅସ୍ତ୍ର ସଂଖ୍ୟାକୁ ହ୍ରାସ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ଭୂକମ୍ପ: ୨୦ ମୃତ, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଜାକର୍ତ୍ତା,୨୧ା୧୧: ସୋମବାର ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶରେ ଭୂକମ୍ପ ଅନୂଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ଥିଲା। ଏଥିରେ ୨୦ ଜଣଙ୍କ ମୃତ୍ୟୁ...

କରୋନା ଯୋଗୁ ୟୁରୋପରେ ହାହାକାର, ୬ ସପ୍ତାହରେ ବୃଦ୍ଧି ପାଇଛି ୩ ଗୁଣା…

ଲଣ୍ଡନ, ୧୯।୭ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଙ୍ଗଳବାର କହିଛି ଯେ ଗତ ୬ ସପ୍ତାହ ମଧ୍ୟରେ ୟୁରୋପରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ହାହାକାର...

ଅତୀତର ଭୁଲ୍‌ ଦୋହରାଅନି

ଓ୍ବାଶିଂଟନ/ବେଜିଂ,୫ା୪: ଆମେରିକା ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସ ସ୍ପିକର କେଭିନ୍‌ ମ୍ୟାକ୍‌କାର୍ଥି ଚଳିତ ସପ୍ତାହରେ କାଲିଫର୍ନିଆରେ ତାଇଓ୍ବାନ୍‌ ରାଷ୍ଟ୍ରପତି ସାଇ ଇଙ୍ଗ୍‌-ଓ୍ବେନ୍‌ଙ୍କୁ ଭେଟିବେ। ଏନେଇ ହାଉସ୍‌ ସ୍ପିକରଙ୍କ...

ଝରଣା ନିକଟରେ ଠିଆ ହୋଇ ସେଲ୍‌ଫି ନେଉଥିଲେ ଏହି ଷ୍ଟାର, ଖସିଗଲା ପାଦ; ଆଉ ତା’ ପରେ…

ବେଜିଂ,୧୭ା୭: ହଂକଂର ୩୨ ବର୍ଷୀୟା ସୋସିଆଲ ମିଡିଆ ଷ୍ଟାର ସୋଫିଆ ଚ୍ୟାଙ୍ଗ୍‌ ଝରଣାର ଜଳସ୍ରୋତରେ ପଡ଼ିଯିବାରୁ ମୃତ୍ୟୁ ଘଟିଛି। ସୋଫିଆ ଏଠାକାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ...

ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

କାଠମାଣ୍ଡୁ,୧୫ା୧: ରବିବାର ନେପାଳର ପୋଖରାଠାରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୭୨ ଜଣ ଯାତ୍ରୀ ଥିବା କୁହାଯାଉଛି। ୟେଟି ଏୟାରଲାଇନ୍ସ ଏଟିଆର-୭୨...

ନୂଆବର୍ଷ ପାଇଁ ଆତସବାଜୀକୁ ନେଇ ଡୁଡୁଲ ପ୍ରସ୍ତୁତ କଲା ଗୁଗୁଲ

ଓ୍ବାଶିଂଟନ,୩୧।୧୨: ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଗୁଗୁଲ ଆତସବାଜୀକୁ ନେଇ ଡୁଡୁଲ ପ୍ରସ୍ତୁତ କରିଛି। ନ୍ୟୁ ଇୟର ଇଭ ନାଁରେ ଏହି ଡୁଡୁଲ ପ୍ରସ୍ତୁତ କରାଯାଇଛି।...

ଭାରତର ବୈଦେଶିକ ନୀତି ନିରପେକ୍ଷ

ମସ୍କୋ,୨୯ା୧୦(ପି.ଟି.): ଭାରତ ସହ ରୁଷିଆର ସମ୍ପର୍କ ସ୍ବତନ୍ତ୍ର। ଦୁଇଦେଶ ସବୁବେଳେ ପରସ୍ପରକୁ ସମର୍ଥନ କରିଆସିଛନ୍ତି ଏବଂ ଭବିଷ୍ୟତରେ ମଧ୍ୟ ଏହା ଜାରି ରହିବ ବୋଲି ରୁଷିଆ...

ବୁଡିଲା ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଡଙ୍ଗା: ୧୪ ମୃତ

ଢ଼ାକା,୧୧।୨: ଦକ୍ଷିଣ ବାଲାଂଦେଶ ନିକଟରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇକି ଯାଉଥିବା ଏକ ଡଙ୍ଗା ମଙ୍ଗଳବାର ସକାଳେ ବୁଡ଼ି ଯାଇଛି। ଏହି ଦୁର୍ଘଟଣାରେ ୭୦ଜଣଙ୍କୁ ସୁରକ୍ଷିତ ଭାବେ...

Advertisement
Archives

Model This Week