Posted inଫୁରସତ

ଆଇଫୋନ୍‌ରୁ ଭାଇରାଲ ହେଲା ଯୁବତୀଙ୍କ ନଗ୍ନ ଫଟୋ, ଏବେ କମ୍ପାନୀକୁ ଦେବାକୁ ପଡ଼ିବ ଏତିକି ପରିମାଣର ଟଙ୍କା…

ଆଇଫୋନ୍‌ ତିଆରି କରୁଥିବା କମ୍ପାନୀ ଆପଲ ଏବେ ଏକ ଭୁଲ ପାଇଁ କୋଟି କୋଟି ଟଙ୍କା ଜରିମାନା ଦେବ। କାରଣ ଜଣେ ଯୁବତୀଙ୍କ ଫୋନ୍‌ ଖରାପ ହେବା ପରେ ସେ ଠିକ୍‌ କରିବାକୁ ଦେଇଥିଲେ। ଏହା ପରେ ସୋସିଆଲ ମିଡିଆରେ ତାଙ୍କର ନଗ୍ନ ଫଟୋ ଲିକ୍‌ ହୋଇଥିଲା। ଯାହା ଖୁବ୍‌ ଭାଇରାଲ ହେଉଛି। ସଂପୃକ୍ତ ଯୁବତୀ ଜଣକ କମ୍ପାନୀଠାରୁ ୫ ମିଲିୟନ ଡଲାର ଅର୍ଥାତ୍‌ ୩୬ କୋଟି ୬୧ ଲକ୍ଷ ୫୯ ହଜାର ଟଙ୍କା ଜରିମାନା ନେଇଛନ୍ତି। ଆପଲ କମ୍ପାନୀ ୨୧ ବର୍ଷୀୟା ଛାତ୍ରୀଙ୍କୁ ବୁଝାଇବା ପରେ ଲକ୍ଷାଧିକ ଡଲାର ଦେବା ପାଇଁ ପ୍ରସ୍ତୁତ ବୋଲି କହିଛି।

ଏକ ରିପୋର୍ଟ ଅନୁଯାୟୀ, ଜଣେ ମହିଳା କାଲିଫର୍ନିଆରେ ନିଜର ଆଇଫୋନ ଷ୍ଟୋରରେ ମରାମତି କରିବାକୁ ଦେଇଥିଲେ। ଏହି ଷ୍ଟୋରରେ ପେଗାଟନ୍‌ ନାମକ ଏକ ଆପଲ କମ୍ପାନୀ କଣ୍ଟ୍ରାକ୍ଟର ଦ୍ୱାରା ପରିଚାଳିତ ହେଉଥିଲା। ଷ୍ଟୋରରେ ରିପାୟାରିଂ ମ୍ୟାନ୍‌ ଖରାପ ଆଇଫୋନକୁ ଠିକ୍‌ କରିବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ଯୁବତୀଙ୍କ ଫେସବୁକ୍‌ ପେଜ୍‌ରେ ତାଙ୍କର ନଗ୍ନ ଫଟୋ ଏବଂ ଭିଡିଓ ପୋଷ୍ଟ କରିଦେଇଥିଲେ। ଏହାକୁ ଦେଖିବା ପରେ ଲୋକେ ଭାବିଲେ ବୋଧହୁଏ ଯୁବତୀ ଜଣକ ଅପ୍‌ଲୋଡ୍‌ କରିଛନ୍ତି। ଯେତେବେଳେ ଯୁବତୀଙ୍କ ବନ୍ଧୁ ଫଟୋ ଦେଖିଥିଲେ ସେ ଯୁବତୀଙ୍କୁ ଏ ବିଷୟରେ କହିଥିଲେ। ଏହା ପରେ ଯୁବତୀ ଜଣକ ତାଙ୍କ ସୋସିଆଲ ମିଡିଆରୁ ଫଟୋ ଡିଲିଟ୍‌ କରିବା ସହ କମ୍ପାନୀ ନାମରେ ମାନହାନି ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri