Posted inଖେଳ

ତୃତୀୟ ଟେଷ୍ଟରେ ଭାରତୀୟ କ୍ରିକେଟରଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିବେ କି ପ୍ରୀତି ଜିଣ୍ଟାଙ୍କ ଏହି ବ୍ୟାଟ୍ସମ୍ୟାନ! ୪୮ ବଲ୍‌ରେ ମାରିଛନ୍ତି ଶତକ

ଲଣ୍ଡନ,୧୯।୮: ଭାରତ ବିପକ୍ଷରେ ଲର୍ଡସ ଟେଷ୍ଟରେ ଶୋଚନୀୟ ଭାବେ ପରାସ୍ତ ହେବା ପରେ ଘରୋଇ ଇଂଲଣ୍ଡ ଟିମ୍‌ ନିଜ ବ୍ୟାଟିଂ ସଜାଡ଼ିବା ଆରମ୍ଭ କରିଛି। ଟି-୨୦ ସ୍ପେଶାଲିଷ୍ଟ କୁହାଯାଉଥିବା ଡଓ୍ବେିଡ ମଲାନଙ୍କୁ ଦଳରେ ସାମିଲ କରାଯାଇଛି। ସେ ଲଗାତାର ଭାବେ ଖରାପ ପ୍ରଦର୍ଶନ କରିଆସୁଥିବା ଡୋମିନିକ୍‌ ସିବ୍ଲିଙ୍କ ସ୍ଥାନ ନେଇଛନ୍ତି। ଏହାଛଡ଼ା ଦଳ ଷ୍ଟୁଆର୍ଟ ବ୍ରଡଙ୍କ ସ୍ଥାନରେ ଦ୍ରୁତ ବୋଲର ସାକିବ ମହମୁଦଙ୍କୁ ସାମିଲ କରିଛି। ଆହତ ସମସ୍ୟା ସତ୍ତ୍ୱେ ମାର୍କ ଉଡଙ୍କୁ ଦଳରେ ପୁର୍ବବତ ଅଛନ୍ତି। ଆସନ୍ତା ଅଗଷ୍ଟ ୨୫ରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ପୂର୍ବରୁ ସେ ସୁସ୍ଥ ହୋଇଯିବେ ବୋଲି ଆଶା ରହିଛି।

କହିରଖୁଛୁ, ଆଇପିଏଲ୍‌ରେ ପଞ୍ଜାବ କିଙ୍ଗ୍ସ ତରଫରୁ ଖେଳୁଥିବା ମଲାନ ତିନି ବର୍ଷ ପରେ ଟେଷ୍ଟ କ୍ରିକେଟକୁ ଫେରୁଛନ୍ତି। ସେ ଶେଷ ଥର ପାଇଁ ୨୦୧୮ରେ ଭାରତ ବିପକ୍ଷରେ ଟେଷ୍ଟ ଖେଳିଥିଲେ। ଉକ୍ତ ମ୍ୟାଚ୍‌ରେ ଇଂଲଣ୍ଡ ଜିତିଥିଲା। ଏଯାବତ ତାଙ୍କ କ୍ୟାରିୟରରେ ସେ ମୋଟ ୧୫ ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି। ଏହାର ୨୬ ପାଳିରେ ସେ ୭୨୪ ରନ୍‌ କରିଛନ୍ତି। ତାଙ୍କର ସର୍ବାଧିକ ସ୍କୋର ୧୪୦ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri