ବିଟ୍ରେନରେ ଖ୍ରୀଷ୍ଟିଆନଙ୍କ ସଂଖ୍ୟା ହ୍ରାସ, ବଢ଼ିଲା ମୁସଲମାନଙ୍କ ସଂଖ୍ୟା…

ଲଣ୍ଡନ,୩୦।୧୧ : ପ୍ରଥମ ଥର ପାଇଁ ବିଟ୍ରେନରେ ଖ୍ରୀଷ୍ଟିଆନଙ୍କ ସଂଖ୍ୟା ହ୍ରାସ ପାଇଛି। ଅପରପକ୍ଷରେ ଦେଶରେ ମୁସଲମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜାରି ହୋଇଥିବା ଜନସଂଖ୍ୟା ରିପୋର୍ଟରୁ ଏହା ଜଣାପଡ଼ିଛି। ୨୦୨୧ରେ ୧୦ ବର୍ଷ ପରେ ହୋଇଥିବା ଜନଗଣନା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶରେ ୨୭.୫ ନିୟୁତ ଖ୍ରୀଷ୍ଟିଆନ ଜନସଂଖ୍ୟା ରହିଛି।

ଏହା ଦେଶର ମୋଟ ଜନସଂଖ୍ୟାର ୪୬ ପ୍ରତିଶତ। ତେବେ ୨୦୧୧ ଦୁଳନାରେ ଏହା ୧୩ ପ୍ରତିଶତ କମ ରହିଛି। କୌଣସି ଧର୍ମକୁ ମାନୁ ନଥିବା ଲୋକଙ୍କ ସଂଖ୍ୟା ଦ୍ୱିତୀୟ ସ୍ଥାନରେ ରହିଛି। ଏଭଳି ଲୋକଙ୍କ ସଂଖ୍ୟା ୨୨.୨ ନିୟୁତ ରହିଛି। ଏହା ମୋଟ ଜନସଂଖ୍ୟାର ୩୭.୨ ପ୍ରତିଶତ ରହିଛି। ସେହିପରି ମୁସଲମାନଙ୍କ ସଂଖ୍ୟା ୩.୯ ନିୟୁତ ରହିଛି।

ଏହି ସଂଖ୍ୟା ମୋଟ ଜନସଂଖ୍ୟାର ୬.୫ ପ୍ରତିଶତ ରହିଛି। ତେବେ ଗତ ୧୦ ବର୍ଷ ମଧ୍ୟରେ ମୁସଲମାନଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ଏଠାରେ ଏକ ନିୟୁତ ହିନ୍ଦୁ ରହିଛନ୍ତି। ସେହିପରି ୫ ଲକ୍ଷରୁ ଅଧିକ ଶିଖ୍‌ ଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…

ଅକ୍‌ଲାଣ୍ଡ,୧୩।୬: କରୋନା ଭାକ୍ସିନ୍‌ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍‌ ଶୀଘ୍ର ଏଠାରେ...

ଏରିକ ଗାର୍ସେଟ୍ଟି ହୋଇପାରନ୍ତି ଭାରତରେ ଆମେରିକାର ରାଷ୍ଟ୍ରଦୂତ…

ଓ୍ବାଶିଂଟନ,୧୪।୧: ଭାରତରେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବରେ ଏରିକ ଗାରସେଟ୍ଟିଙ୍କ ନାମରେ ମୋହର ଲାଗିପାରେ। ଏନେଇ ଦକ୍ଷିଣ ଏବଂ ମଧ୍ୟ ଏସିଆ ବ୍ୟାପାର ବିଭାଗର ସହକାରୀ...

ଭଗ୍ନାବଶେଷ ତଳେ ଜୀବନ ଗଲା

ବିନିଶ୍‌,୨୮ା୭: ଉତ୍ତର ସିରିଆରେ ଯୁଦ୍ଧବିମାନରୁ ଆକ୍ରମଣ ବେଳେ ଏକ ବିଲ୍ଡିଂ ଉପରେ ବୋମାମାଡ଼ ହୋଇଛି। ୫ ବର୍ଷର ଝିଅଟି ଝୁଲନ୍ତା ଅବସ୍ଥାରେ ଥିବା ତା’ର କୁନି...

ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ପ୍ରତିରୋଧ ପାଇଁ କାନାଡାର ଯୋଜନା…

ଅଟଓ୍ବା,୨୮।୧୧ : ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାର ଆକ୍ରମଣାତ୍ମକ ତଥା ବ୍ୟାଘାତକାରୀ ନୀତିର ମୁକାବିଲା ପାଇଁ କାନାଡା ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଜଳବାୟୁ ପରିବର୍ତ୍ତନ...

ଇମ୍ରାନଙ୍କ ତାଲିବାନ ପ୍ରେମ

ଇସଲାମାବାଦ,୧୭ ।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଶୁକ୍ରବାର ସାଂଘାଇ ସହଯୋଗ ସଙ୍ଗଠନ(ଏସ୍‌ସିଓ)ର ବୈଠକରେ ବି ତାଲିବାନ ସପକ୍ଷରେ କହିଛନ୍ତି । ସେ କହିଛନ୍ତି ସାରା...

ପାକିସ୍ତାନର ଅର୍ଥନୀତିର ଦୁର୍ବଳ ଚିତ୍ର ଉପସ୍ଥାପନ କଲା ଆଇଏମଏଫ୍‌

ଓ୍ବାଶିଂଟନ୍‌,୧।୨: ପଡୋଶୀ ଦେଶ ପାକିସ୍ତାନରେ ଅର୍ଥନୀତି ଦିନକୁ ଦିନ ଖରାପ ଆଡକୁ ଗତି କରୁଛି। ଏହାର ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ତୁରନ୍ତ କୋଟି କୋଟି...

ଟ୍ରମ୍ପ୍‌ଙ୍କୁ ଝଟ୍‌କା: ବାଇଡ଼େନଙ୍କ ବିରୋଧରେ ଦାଖଲ ମାମଲା ସୁପ୍ରିମ୍‌କୋର୍ଟରେ ଖାରଜ

ଓ୍ବାଶିଂଟନ,୯।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଗ୍ରହଣ କରିବାକୁ ଡୋନାଲ୍ଡ୍‌ ଟ୍ରମ୍ପ୍‌ ମନା କରି ଆସୁଛନ୍ତି। ଏହି ମର୍ମରେ ପେନସିଲଭାନିଆରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ଙ୍କ...

ସାଧାରଣତନ୍ତ୍ର ଦିବସରେ ଭାରତକୁ ଶୁଭେଚ୍ଛା ଜଣାଇଲେ ରୁଷିଆ ରାଷ୍ଟ୍ରପତି

ମସ୍କୋ/ନୂଆଦିଲ୍ଲୀ,୨୬।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସରେ ଭାରତକୁ ଅନେକ...

Advertisement
Archives

Model This Week