କଟକ ସହରରେ ଥମିବାର ନାଁ ନେଉନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୧୬ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୩।୭: କଟକ ସହରରୁ ସୋମବାର ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ୨ ଜଣ ହୋମ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ଏହାସହ ୮ଟି ଲୋକାଲ କେସ ରହିଛି।
ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୩୦, ୪୭, ୨୦, ୩୫, ୨୪ ବର୍ଷୀୟ ବ୍ୟକ୍ତି ଓ ୩୩ ବର୍ଷୀୟା ଜଣେ ମହିଳା ରହିଛନ୍ତି। ହୋମ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୩୦, ୩୭। ସେମାନେ ଉଭୟ ପୁରୁଷ।
ସେହିଭଳି ଲୋକାଲ କେସ ଆକ୍ରାନ୍ତଙ୍କ ମଧ୍ୟରୁ ୫୩ ବର୍ଷୀୟ ବ୍ୟକ୍ତି ସିଡିଏ ସେକ୍ଟର ୧୦ରୁ ଚିହ୍ନଟ ହୋଇଥିବା ବେଳେ ରକ୍ସି ଲେନ୍‌ ବାଦାମବାଡ଼ିରୁ ୩୩ ବର୍ଷୀୟ ବ୍ୟକ୍ତି, ଓଡ଼ିଆ ବଜାରରୁ ୪୫ ବର୍ଷୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେହିପରି ରାଉସାପାଟଣାରୁ ୪୮, ୩୭ ବର୍ଷୀୟା ୨ ମହିଳା ରହିଥିବା ବେଳେ ୨୦, ୧୫, ୨୫ ବର୍ଷୀୟ ୩ ଯୁବକ ଅଛନ୍ତି।

ସୂଚନାଯୋଗ୍ୟ, କଟକ ସହରରୁ ବର୍ତ୍ତମାନ ସୁଦ୍ଧା ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୪ ଜଣ ସୁସ୍ଥ ହୋଇଛନ୍ତି। ୧୨୮ ଚିକିତ୍ସାଧୀନ ଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri