କରୋନା ଯୋଗୁ ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି, ଆମେରିକାରୁ ଆସିଛନ୍ତି ଅଧିକ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସଙ୍କଟ ଯୋଗୁ ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି। ଏନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ରେ ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ,୨୦୨୦ରେ ୩୨.୭୯ ଲକ୍ଷରୁ ଅଧିକ ବିଦେଶୀ ଯାତ୍ରୀ ଭାରତ ଯାତ୍ରା କରିଛନ୍ତି।

କୋଭିଡ ମହାମାରୀ ହେତୁ ସେହି ବର୍ଷ ଦେଶରେ ଲକଡାଉନ ଏବଂ ଅନ୍ୟାନ୍ୟ ପ୍ରତିବନ୍ଧକ ଲାଗୁ କରାଯାଇଥିଲା। ୧ ଏପ୍ରିଲ ୨୦୨୦ ରୁ ୩୧ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଥିବା ବିଦେଶୀମାନଙ୍କ ମଧ୍ୟରେ ସର୍ବାଧିକ ୬୧,୦୦୦ରୁ ଅଧିକ ଆମେରିକୀୟ ଏବଂ ୪,୭୫୧ ପାକିସ୍ତାନୀ ନାଗରିକ ଥିଲେ।

ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ଅନୁଯାୟୀ, ଏହି ସମୟ ମଧ୍ୟରେ ବାଂଲାଦେଶରୁ ୩୭,୭୭୪ ଜଣ, ବ୍ରିଟେନରୁ ୩୩,୩୨୩ ଜଣ ଏବଂ କାନାଡାରୁ ୧୩,୭୦୭ ଜଣ ଯାତ୍ରୀ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri