କରୋନା ଯୋଗୁ ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି, ଆମେରିକାରୁ ଆସିଛନ୍ତି ଅଧିକ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସଙ୍କଟ ଯୋଗୁ ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀଙ୍କ ସଂଖ୍ୟା କମିଛି। ଏନେଇ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ରେ ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ,୨୦୨୦ରେ ୩୨.୭୯ ଲକ୍ଷରୁ ଅଧିକ ବିଦେଶୀ ଯାତ୍ରୀ ଭାରତ ଯାତ୍ରା କରିଛନ୍ତି।

କୋଭିଡ ମହାମାରୀ ହେତୁ ସେହି ବର୍ଷ ଦେଶରେ ଲକଡାଉନ ଏବଂ ଅନ୍ୟାନ୍ୟ ପ୍ରତିବନ୍ଧକ ଲାଗୁ କରାଯାଇଥିଲା। ୧ ଏପ୍ରିଲ ୨୦୨୦ ରୁ ୩୧ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଥିବା ବିଦେଶୀମାନଙ୍କ ମଧ୍ୟରେ ସର୍ବାଧିକ ୬୧,୦୦୦ରୁ ଅଧିକ ଆମେରିକୀୟ ଏବଂ ୪,୭୫୧ ପାକିସ୍ତାନୀ ନାଗରିକ ଥିଲେ।

ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ଅନୁଯାୟୀ, ଏହି ସମୟ ମଧ୍ୟରେ ବାଂଲାଦେଶରୁ ୩୭,୭୭୪ ଜଣ, ବ୍ରିଟେନରୁ ୩୩,୩୨୩ ଜଣ ଏବଂ କାନାଡାରୁ ୧୩,୭୦୭ ଜଣ ଯାତ୍ରୀ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୌପଦୀ ମୁର୍ମୁଙ୍କୁ କଟାକ୍ଷ କଲେ ତେଜସ୍ବୀ

ପାଟନା,୧୭।୭: ରାଷ୍ଟ୍ରପତି ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବିହାର ବିଧାନସଭାର ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଟାର୍ଗେଟ କରିଛନ୍ତି।...

ଚାଇନାକୁ ମିଳିବ କଡ଼ା ଜବାବ, ଏଲଏସିରେ ମୁତୟନ ହେବ ୧୦୦ଟି କେ-୯ ବଜ୍ର ତୋପ…

ନୂଆଦିଲ୍ଲୀ, ୨୭।୯ : ମେ ୨୦୨୦ ରେ ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ବିବାଦ ଦେଖାଦେଇଥିଲା । ଏହା ଯୋଗୁ ଉଭୟଙ୍କ ମଧ୍ୟରେ...

ଆଖି ବୁଜିଲେଣି ୨୬୩ ଆକ୍ରାନ୍ତ

ନୂଆଦିଲ୍ଲୀ,୧୨।୪: ଭାରତରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଲକ୍‌ଡାଉନ୍‌ ସତ୍ତ୍ୱେ କରୋନା ଭୂତାଣୁକୁ ରୋକାଯାଇପାରୁନି। ସଂକ୍ରମଣର ମାତ୍ରା ବଢ଼ି ବଢ଼ି ଚାଲିଛି। ଶନିବାର ସୁଦ୍ଧା ଦେଶରେ...

ବୋହୂ ଡିମ୍ପଲଙ୍କୁ ସମର୍ଥନ ଦେବାକୁ ଘୋଷଣା କଲେ ଶିବପାଲ

ଲକ୍ଷ୍ନୌ,୧୭।୧୧: ପ୍ରଗତିଶୀଳ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ଶିବପାଲ ସିଂ ଯାଦବ ତାଙ୍କ ସମର୍ଥକମାନଙ୍କୁ ମୈନପୁରୀ ଲୋକ ସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ତଥା ବୋହୂ...

ଆଖି ବୁଜିଲା ‘ସୁପର ମମ୍‌’

ଭୋପାଳ, ୧୭ା୧: କୋଲାରଓ୍ବାଲି ଭାବେ ଜଣାଶୁଣା ଏକ ବାଘୁଣୀର ମଧ୍ୟପ୍ରଦେଶ ପେଞ୍ଚ ବ୍ୟାଘ୍ର ସଂରକ୍ଷଣ(ପିଟିଆର୍‌) ରେ ଶନିବାର ମୃତ୍ୟୁ ହୋଇଛି। ଏହାର ବୟସ ପ୍ରାୟ ୧୬...

ସ୍ଥିତି ପୁଣି ଅଣାୟତ୍ତ ମୁହାଁ…

ନୂଆଦିଲ୍ଲୀ, ୧୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ନିର୍ବାଚନ ଉପରେ ନଜର

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ଥିବାବେଳେ ବଜେଟରେ ଏହି ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ପ୍ରଥମେ...

ବିପଦରେ ୪୦ କୋଟି ଲୋକ

ନୂଆଦିଲ୍ଲୀ, ୨୧ା୭: ଦେଶରେ ୬ ବର୍ଷ ଊର୍ଦ୍ଧ୍ୱ ବୟସ ବର୍ଗରେ ଥିବା ଲୋକସଂଖ୍ୟାର ଦୁଇ-ତୃତୀୟାଂଶ କୋଭିଡ୍‌-୧୯ରେ ସଂକ୍ରମିତ ହୋଇଛନ୍ତି। ଏହାର ଅର୍ଥ ପ୍ରାୟ ୪୦ କୋଟି...

Advertisement
Archives

Model This Week