ଆମେରିକା ସିନେଟରେ ବୃଦ୍ଧି ପାଇଲା ଭାରତୀୟଙ୍କ ପତିଆରା, ସାମୋସା କୋକସ ସଦସ୍ୟ ସଂଖ୍ୟା ବଢ଼ିଲା…

ଓ୍ବାଶିଂଟନ,୧୨।୧ : ଭାରତୀୟ ଆମେରିକୀୟ ସାଂସଦମାନଙ୍କର ଏକ ଅନୌପଚାରିକ ଗୋଷ୍ଠୀ ଅଛି ଯାହା ସାମୋସା କୋକସ ନାମରେ ପରିଚିତ। ଆମେରିକାରେ ଭାରତୀୟ ମୂଳ ଲୋକମାନଙ୍କର ବଢୁଥିବା ପ୍ରଭାବ ଯୋଗୁ ଏହି ସାମୋସା କୋକସ କ୍ରମାଗତ ଭାବରେ ବିସ୍ତାର ହେଉଛି। ସାମୋସା କୋକସ ହେଉଛି ଆମେରିକାର ସିନେଟକୁ ନିର୍ବାଚିତ ହୋଇଥିବା ଗଣତାନ୍ତ୍ରିକ ସାଂସଦମାନଙ୍କର ଏକ ଗୋଷ୍ଠୀ।

ବର୍ତ୍ତମାନ ଶ୍ରୀ ଥାନେଦର ନାମକ ଜଣେ ଉଦ୍ୟୋଗୀ ରାଜନେତା ଏଥିରେ ଏକ ନୂତନ ଭାବେ ପ୍ରବେଶ କରିଛନ୍ତି। ଗତ ବର୍ଷ ଶେଷରେ ଆମେରିକାରେ ମଧ୍ୟବର୍ତ୍ତୀ ନିର୍ବାଚନରେ ଜିତିବା ପରେ ଶ୍ରୀ ଥାନେଦର ଆମେରିକାର ପ୍ରତିନିଧିସଭାର ସଦସ୍ୟ ହୋଇଥିଲେ। ଏହି ସାମୋସା କୋକସରେ ଡୋମୋକ୍ରାଟିକ ସାଂସଦ ଡକ୍ଟର ଆମି ବେରା, ପ୍ରମିଳା ଜୟପାଲ, ରୋ ଖାନ୍ନା ଏବଂ ରାଜା କୃଷ୍ଣମୂର୍ତ୍ତି ସାମିଲ ଅଛନ୍ତି। ସାମୋସା କୋକସ ସଦସ୍ୟ ସଂଖ୍ୟା ବଢ଼ିବା ସହିତ ଆମେରିକାରେ ଭାରତୀୟଙ୍କ ପତିଆରା ବଢ଼ିବାରେ ଲାଗିଛି।

ଅନେକ ଭାରତୀୟ ମୂଳ ବ୍ୟକ୍ତି ମାଇକ୍ରୋସଫ୍ଟ, ଗୁଗୁଲ, ଆଇଏମ୍ବି, ମାଷ୍ଟରକାର୍ଡ ପରି ବଡ କମ୍ପାନୀରେ ସିଇଓ ପଦବୀରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?