ରାଜ୍ୟରେ ବଢୁଛି ସଂକ୍ରମିତ ଶିଶୁଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୮(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ଥରେ ହଜାରେ ଡେଇଁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଆଉ ୧୦୪୧ ନୂତନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦୫ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବାବେଳେ ୪୩୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୧୨୮ଜଣ ୧୮ ବର୍ଷରୁ କମ୍‌ ଶିଶୁ ଓ କିଶୋର ରହିଛନ୍ତି। ପୂର୍ବରୁ ଯୁବଗୋଷ୍ଠୀ ଏବଂ ବୟସ୍କଙ୍କୁ କରୋନା ସଂକ୍ରମିତ ହେଉଥିବା ବେଳେ ଏବେ ଶିଶୁ ତଥା ୧୮ବର୍ଷରୁ କମ୍‌ ବୟସର ପିଲାଙ୍କୁ ସଂକ୍ରମଣ ହେବା ଚିନ୍ତା ବଢାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂରକ୍ଷିତ ଲିଫ୍ଟରେ ଧସେଇ ପଶୁଛନ୍ତି ଲୋକେ

ଭୁବନେଶ୍ୱର,୩୦(ବ୍ୟୁରୋ): ବଜେଟ୍‌ରେ ବ୍ୟୟ ଅଟକଳ ବଢ଼ାଇ ନୂଆ ଟ୍ରେନ, ଟ୍ରାକ୍‌ ଓ ଷ୍ଟେଶନକୁ ଚକାଚକ୍‌ କରିବାରେ ଲାଗିଛି ଭାରତୀୟ ରେଳବାଇ। ହେଲେ ଷ୍ଟେଶନ ଓ ଟ୍ରେନ...

ଏବେ ବି ୪.୭୨ ଲକ୍ଷ ଜଳବନ୍ଦୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଦୁର୍ବଳ ହୋଇ ଝାଡ଼ଖଣ୍ଡ ଏବଂ ଛତିଶଗଡ଼କୁ ଚାଲିଯାଇଛି। ଫଳରେ ଓଡ଼ିଶାରେ ବର୍ଷା ପରିମାଣ ହ୍ରାସପାଇଛି।...

ଅକ୍ଟୋବର ୧ରୁ ଯୁକ୍ତ ୨ ଅଫ୍‌ଲାଇନ ପରୀକ୍ଷା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଅକ୍ଟୋବର ୧ରୁ ଯୁକ୍ତ ୨ ଅଫଲାଇନ ପରୀକ୍ଷା ଆରମ୍ଭ ହେବ। ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରିବେ। ଏହି ପରୀକ୍ଷା ଅକ୍ଟୋବର...

ବରିଷ୍ଠ ସାମ୍ବାଦିକ ଦିଲୀପଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର,୯।୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା।...

ବିଷାକ୍ତ ହେଉଛି ଭୂତଳ ଜଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ମାତ୍ରାଧିକ ରାସାୟନିକ ସାର ପ୍ରୟୋଗ, କ୍ଷତିକାରକ ଦ୍ରାବକ, ଶିଳ୍ପାଞ୍ଚଳ ଓ ସହରାଞ୍ଚଳରୁ ବାହାରୁଥିବା ବର୍ଜ୍ୟ ଜଳ ଯୋଗୁ ରାଜ୍ୟର ଭୂତଳ ଜଳ ବିଷାକ୍ତ ହେବାରେ ଲାଗିଛି।...

ବାଜପୁର ଗାଁରେ ୧୮ ଝାଡ଼ାବାନ୍ତିରେ ଆକ୍ରାନ୍ତ

ମାଧପୁର,୧।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନ ଟୁସର ପଞ୍ଚାୟତର ବାଜପୁର ଗ୍ରାମରେ ୧୮ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୨୮ରେ...

୮ରେ ଜାତୀୟ କୃମିନାଶ ଦିବସ: ୧କୋଟିରୁ ଅଧିକ ପିଲାଙ୍କୁ ଦିଆଯିବ ବଟିକା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତି ୬ମାସରେ ଥରେ ୧ବର୍ଷରୁ ୧୯ ବର୍ଷ ପର୍ଯ୍ୟନ୍ତ କୃମିନାଶ ଔଷଧ ଓ ୯ମାସରୁ...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୭-୧୧ (ବ୍ୟୁରୋ):କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ବଡ଼ଗଡ଼ ଥାନା ଅଧୀନ ଝରଣା ସାହିର...

Advertisement
Archives

Model This Week