Posted inଜାତୀୟ

ଦେଶରେ ବଢ଼ିଛି ଚିତାବାଘ ସଂଖ୍ୟା: ଟୁଇଟ୍‌ କରି ମୋଦି ଦେଲେ ସୂଚନା

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚିତାବାଘଙ୍କ ସଂଖ୍ୟା ବଢ଼ିଛି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସରକାରଙ୍କ ବନ୍ୟ ପ୍ରାଣୀ ସଂରକ୍ଷଣ ଆଇନ ଯୋଗୁ ଏହା ସମ୍ଭବ ହୋଇପାରିଥିବା ମୋଦି କହିଛନ୍ତି। ୨୦୧୮ରେ ଭାରତରେ ଚିତାବାଘଙ୍କ ସ୍ଥିତି ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ ,ଚିତାବାଘଙ୍କ ସଂଖ୍ୟାରେ ୨୦୧୪ ତୁଳନାରେ ୬୦ ପ୍ରତିଶତ ବୃଦ୍ଧି ଘଟିଛି। ୨୦୧୪ରେ ଏହି ସଂଖ୍ୟା ୭,୯୧୦ଥିଲା। ସମ୍ପ୍ରତି ଦେଶରେ ଚିତାବାଘଙ୍କ ସଂଖ୍ୟା ୧୨,୮୫୨ ରହିଥିବା ରିପୋର୍ଟରେ ଦର୍ଶାଯାଇଛି। ବନ୍ୟ ପ୍ରାଣୀଙ୍କ ସଂଖ୍ୟା ବଢ଼ାଇବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ମୋଦି ପ୍ରଶଂସା କରିଛନ୍ତି। ଚିତାବାଘଙ୍କ ମଧ୍ୟରେ ୫,୨୪୦ ବୟସ୍କ ବାଘ ରହିଛନ୍ତି। ସର୍ବାଧିକ ୩,୪୨୧ ଚିତାବାଘ ମଧ୍ୟପ୍ରଦେଶରେ ରହିଛନ୍ତି। କର୍ନାଟକରେ ୧,୭୮୩ ଏବଂ ମହାରାଷ୍ଟ୍ରରେ ୧,୬୯୦ ଚିତାବାଘ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ଏହି ରିପୋର୍ଟକୁ କେନ୍ଦ୍ରୀୟ ପରିବେଶ ଓ ଜଙ୍ଗଲ ମନ୍ତ୍ରୀ ପ୍ରକାଶ ଜାଭେଡ଼କର ଲୋକାର୍ପିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଶ୍ମୀର ସ୍ଥିତି ଅତି ଖରାପ’

ଜମ୍ମୁ,୨୫ା୯(ପି.ଟି.): ଜମ୍ମୁ-କଶ୍ମୀର ସ୍ଥିତି ଅତ୍ୟନ୍ତ ଖରାପ ରହିଛି ବୋଲି ବରିଷ୍ଠ କଂଗ୍ରେସ ନେତା ଗୁଲାମନବୀ ଆଜାଦ୍‌ ମଙ୍ଗଳବାର କହିଛନ୍ତି। ବର୍ତ୍ତମାନ ସେ ଗଣମାଧ୍ୟମକୁ କିଛି କହିବେ...

ଭାଜପାକୁ ଟାର୍ଗେଟ କଲେ ବାବୁଲ ସୁପ୍ରିୟୋ, କେନ୍ଦ୍ରରେ ୮ ବର୍ଷ ହେଲା ନାହାନ୍ତି ବଙ୍ଗୀୟ ମନ୍ତ୍ରୀ…

ନୂଆଦିଲ୍ଲୀ, ୪।୮ : ତୃଣମୂଳ କଂଗ୍ରେସର ନେତା ତଥା ବୁଧବାର ପଶ୍ଚିମବଙ୍ଗର ମମତା ସରକାରରେ ମନ୍ତ୍ରୀ ହୋଇଥିବା ବାବୁଲ ସୁପ୍ରିୟୋ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି।...

ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର...

ମାନବିକତା ହଜାଇ ଦେଲାଣି କରୋନା

ଜମ୍ମୁ,୪।୫ : କୋଭିଡ୍‌-୧୯ ଯୋଗୁ ଦେଶରେ ସୃଷ୍ଟି ହୋଇଛି ସାଙ୍ଘାତିକ ପରିସ୍ଥିତି। ମହାମାରୀ ଭୟରେ ଲୋକେ ଭୁଲିଗଲେଣି ମାନବିକତା। ଏହାର ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରର...

ସିଙ୍ଗାପୁରରେ ନାନ୍ସି ପେଲୋସି

କୁଆଲାଲମ୍ପୁର, ୨ା୮: ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ଏସିଆ ଗସ୍ତ ଆରମ୍ଭ ହୋଇଛି। ସୋମବାର ସେ ଏକ ପ୍ରତିନିଧି ମଣ୍ଡଳୀ ସହ ସିଙ୍ଗାପୁରରେ ପହଞ୍ଚିଛନ୍ତି।...

କର୍ମଯୋଗୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩ା୯: ସରକାରୀ କର୍ମଚାରୀମାନଙ୍କ ଦକ୍ଷତା ନିର୍ମାଣ କାର୍ଯ୍ୟକ୍ରମ ମିଶନ କର୍ମଯୋଗୀକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହା ସେମାନଙ୍କ ପାଇଁ ଭବିଷ୍ୟତରେ ସହାୟକ ହେବ।...

ଶକ୍ତିଶାଳୀ ହେବ ବାୟୁସେନା: ଭାରତକୁ ପୁଣି ଆସୁଛି ଆଉ ୩ ରାଫାଲ

ଗାନ୍ଧୀନଗର,୪।୧୧:ଭାରତୀୟ ବାୟୁସେନା ଆହୁରି ଶକ୍ତିଶାଳୀ ଓ ସୁଦୃଢ଼ ହେବାକୁ ଯାଉଛି। ନିଜର ପରାକ୍ରମ ଦେଖାଇବା ସହ ଶତ୍ରୁଙ୍କୁ ପରାଜୟ କରିବା ପାଇଁ ଆଉ ୩ରାଫାଲ ଯୁଦ୍ଧ...

ବିନା ମାସ୍କରେ ଘରୁ ବାହାରିବାରୁ ୩୨ଜଣଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୪: ଦିଲ୍ଲୀରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ କରୋନା ଭାଇରସ୍‌ ସଂକ୍ରମଣରେ ୭୨୦ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୨ଜଣଙ୍କର ମୃତ୍ୟୁ...

Advertisement
Archives

Model This Week