Posted inଜାତୀୟ

ବଢୁଛି ଶହୀଦ୍‌ ଯବାନଙ୍କ ସଂଖ୍ୟା: ୨୨ ମୃତଦେହ ଉଦ୍ଧାର, ଏବେ ବି କେତେକ ନିଖୋଜ

ବିଜାପୁର,୪।୪: ଛତିଶଗଡ଼ର ବିଜାପୁରରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଇତିମଧ୍ୟରେ ଶହୀଦ୍‌ ହୋଇଥିବା ୨୨ ଜଣ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେହିପରି ଏବେ ବି କେତେକ ଯବାନ ନିଖୋଜ ଥିବା ଜଣାପଡ଼ିଛି। ମାଓବାଦୀମାନେ ଦେଶୀ ରକେଟ ଲଞ୍ଚର ବ୍ୟବହାର କରିବା ସହିତ ଏଲ୍‌ଏମ୍‌ଜିରୁ ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ବର୍ଷା କରିଥିଲେ। ଏହା ସହିତ ଧାରୁଆ ଅସ୍ତ୍ରରେ ମଧ୍ୟ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଡିଜି ଡି.ଏମ୍‌ ଅଓ୍ବସ୍ତି ରବିବାର ସୂଚନା ଦେଇଛନ୍ତି। ଆହତ ହୋଇଥିବା ୩୨ ଯବାନଙ୍କ ମଧ୍ୟରୁ ୨୫ ଜଣଙ୍କ ଚିକିତ୍ସା ବିଜାପୁର ହସ୍ପିଟାଲରେ ଜାରି ରହିଛି। ୭ ଜଣ ଯବାନଙ୍କୁ ରାୟପୁର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri