ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍‌ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା ପୂର୍ବରୁ ୨୨ ମାର୍ଚ୍ଚରେ ଦୈନିକ ସଂକ୍ରମଣ ସଂଖ୍ୟା ୪୦,୭୧୫ ଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୪୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୧୬୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୮୧ ହଜାର ୪୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୬ ଲକ୍ଷ ୬୨ ହଜାର ୫୨୧ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୮ କୋଟି ୮୭ ଲକ୍ଷ ୬୬ ହଜାର ୨୦୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୪୦ ଲକ୍ଷ ୭୨ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘର୍ଷ ମଧ୍ୟରେ ୟୁକ୍ରେନରୁ ୨୨୫୦୦ରୁ ଊର୍ଦ୍ଧ୍ୱ ଛାତ୍ର ସ୍ବଦେଶ ଫେରିଛନ୍ତି

ନୂଆଦିଲ୍ଲୀ,୧୫।୩: ଲଗାତର ୨୦ ଦିନ ହେଲାଣି ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ବର୍ହିବ୍ୟାପାର ମନ୍ତ୍ରୀ...

୬ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା

ବେଙ୍ଗାଲୁରୁ,୨୬।୯: ବାୟୁସେନା ପାଇଁ ପ୍ରଶିକ୍ଷଣ ନେଉଥିବା ଜଣେ ୨୭ ବର୍ଷୀୟ କ୍ୟାଡେଟ୍‌ଙ୍କ ମୃତଦେହ ଶନିବାର ଜଲାହଲ୍ଲିସ୍ଥିତ ଏୟାରଫୋର୍ସ ଟେକ୍‌ନିକାଲ କଲେଜ କ୍ୟାମ୍ପସ୍‌ରୁ ମିଳିଥିଲା। ଏହି ଘଟଣାରେ...

ଚାରିଆଡ଼ୁ ଘେରିଲେ ପଡ଼ୋଶୀ

ନୂଆଦିଲ୍ଲୀ,୨୭ା୬ : ଚାଇନା, ପାକିସ୍ତାନ ଓ ନେପାଳ ପରେ ଏବେ ପଡ଼ୋଶୀ ଭୁଟାନ ଭାରତକୁ ହଇରାଣ କରିବା ଆରମ୍ଭ କରିଛି। ପାରମ୍ପରିକ ‘ଡୋଙ୍ଗ୍‌’ କେନାଲ ଦେଇ...

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୨୩।୪: ରେଲଓ୍ବେ ସୁରକ୍ଷାକର୍ମୀ ନିଜର ମୃତ୍ୟୁ ପୂର୍ବରୁ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଆଜାଦପୁର ଅଞ୍ଚଳରେ ଜଣେ ସୁରକ୍ଷାକର୍ମୀ ୩ଜଣଙ୍କ ଜୀବନ ବଞ୍ଚାଇବା...

ମଧ୍ୟପ୍ରଦେଶରେ ଲାଗୁହେବ ୟୁନିଫର୍ମ ସିଭିଲ କୋଡ୍‌: ଶିବରାଜ

ଭୋପାଳ,୧।୧୨: ଆସାମ, ଗୁଜୁରାଟ ପରେ ମଧ୍ୟପ୍ରଦେଶରେ ମଧ୍ୟ ଏକକ ନାଗରିକ ସଂହିତା ନିୟମ(ୟୁନିଫର୍ମ ସିଭିଲ କୋଡ୍‌) ଲାଗୁ ହେବା ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ...

ବିଶିଷ୍ଟ ବ୍ୟକ୍ତିଙ୍କ ନାଁରେ ୨୯ ବିମାନବନ୍ଦର, ଟର୍ମିନାଲ

ନୂଆଦିଲ୍ଲୀ,୧୭।୧୦(ପି.ଟି.): ଦେଶର ମୋଟ ୨୪ ବିମାନବନ୍ଦର ଏବଂ ୫ ଟର୍ମିନାଲକୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କରାଯାଇଛି। ତଥ୍ୟ ଜାଣିବା ଅଧିକାର (ଆର୍‌ଟିଆଇ) ଆବେଦନ ବଳରେ...

ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ପୁଅର ଚାକିରି ନେଲା ପ୍ରଶାସନ

ଶ୍ରୀନଗର,୧୦।୭: ଆତଙ୍କବାଦୀ ସଂଗଠନ ପାଇଁ କାର୍ଯ୍ୟ କରୁଥିବା ଅଭିଯୋଗରେ ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ୧୧ ଜଣ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ବହିଷ୍କୃତ କର୍ମଚାରୀଙ୍କ ମଧ୍ୟରେ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ...

Advertisement
Archives

Model This Week