ଦେଢ଼ ମାସରେ ସର୍ବନିମ୍ନ ହେଲା ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୩,୬୧୭ ମୃତ…

ନୂଆଦିଲ୍ଲୀ,୨୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଶନିବାର ଗତ ଦେଢ଼ ମାସରେ ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୭୯୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୬୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ସ୍ଥିତିରେ ଆଶା ଜନକ ପରିବର୍ତ୍ତନ ହେଉ ନ ଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୨୦ କୋଟି ୮୯ ଲକ୍ଷ ୨ ହଜାର ୪୪୫ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୪ କୋଟି ୧୧ ଲକ୍ଷ ୧୯ ହଜାର ୯୦୯ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri