ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା…

ନୂଆଦିଲ୍ଲୀ, ୧୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତି ଦିନ ବଢ଼ିବାରେ ଲାଗିଛି।

ଗତ ୨୪ ଘଣ୍ଟାରେ ୬୨୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇଛି।

ଇତିମଧ୍ୟରେ ଦେଶର ୨୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପି ୫,୪୮୮ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୬୭ ରହିଛି।

ରାଜସ୍ଥାନରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯୨ ରେ ପହଞ୍ଚିଛି। ଦିଲ୍ଲୀରେ ୫୪୯, କେରଳରେ ୪୮୬, କର୍ନାଟକରେ ୪୭୯, ପଶ୍ଚିମବଙ୍ଗରେ ୨୯୪, ଉତ୍ତରପ୍ରଦେଶରେ ୨୭୫, ତେଲେଙ୍ଗାନାରେ ୨୬୦, ଗୁଜରାଟରେ ୨୩୬, ତାମିଲନାଡୁରେ ୧୮୫, ଓଡ଼ିଶାରେ ୧୬୯, ହରିୟାଣାରେ ୧୬୨, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆନ୍ଧ୍ରପ୍ରଦେଶରେ ୬୧, ମେଘାଳୟ ୩୧, ପଞ୍ଜାବରେ ୨୭, ବିହାରରେ ୨୭, ଜମ୍ମୁ-କଶ୍ମୀରରେ ୨୩, ଗୋଆରେ ୨୧, ମଧ୍ୟପ୍ରଦେଶରେ ୧୦, ଆସାମରେ ୯, ଉତ୍ତରାଖଣ୍ଡରେ ୮, ଛତିଶଗଡ଼ରେ ୫, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ ନିକୋବରରେ ୩, ପୁଡୁଚେରୀରେ ୨, ଲଦାଖରେ ୨ ,ହିମାଚଳପ୍ରଦେଶରେ ୧ ଏବଂ ମଣିପୁରରେ ୧ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୨,୧୬୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୩,୩୨୬ ଜଣ ଚିକିତ୍ସିତ ହେଉଛନ୍ତି।

ସୁରକ୍ଷା ଦୃଷ୍ଟିରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକେ ଘରେ ବନ୍ଦ ରହିବାକୁ ବାଧ୍ୟ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri