୨୧ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୧ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ର, ରାଜସ୍ଥାନ ଏବଂ ଦିଲ୍ଲୀରୁ ଏସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେଥିମଧ୍ୟରୁ ମହାରାଷ୍ଟ୍ରରୁ ପିମ୍ପିରିରୁ ୮ ଜଣଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରେ ନାଇଜେରିଆରୁ ଫେରିଥିବା ଜଣେ ମହିଳା ଏବଂ ତାଙ୍କ ୨ ଝିଅ ରହିଛନ୍ତି। ସେହିପରି ମହିଳାଙ୍କ ଭାଇ ଏବଂ ଭାଇଙ୍କ ୨ ଝିଅ ମଧ୍ୟ ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଛନ୍ତିି। ସେହିପରି ଫିନ୍‌ଲାଣ୍ଡ୍‌ରୁ ଫେରିଥିବା ଜଣେ ବ୍ୟକ୍ତି ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଛନ୍ତି।

ଅପରପକ୍ଷରେ ରାଜସ୍ଥାନ ଜୟପୁରରେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ଗୋଟିଏ ପରିବାରର ୯ ଜଣଙ୍କଠାରେ ଓମିକ୍ରନ୍‌ ଭୂତାଣୁ ଚିହ୍ନଟ ହୋଇଛି।

ସେହିପରି ଦିଲ୍ଲୀରେ ଜଣଙ୍କଠାରେ ଓମିକ୍ରନ୍‌ ଭୂତାଣୁ ଚିହ୍ନଟ କରାଯାଇଛି। ସେହିପରି ଗୁଜରାଟରେ ଜଣେ, କର୍ନାଟକରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri