ସହରାଞ୍ଚଳ ବେକାରଙ୍କ ସଂଖ୍ୟା କମି ୬.୮ ପ୍ରତିଶତ ହେଲା…

ନୂଆଦିଲ୍ଲୀ,୩୦।୫ : ଦେଶରେ ସହରୀ ବେକାରୀ ହାରରେ ହ୍ରାସ ଘଟିଛି। ଅକ୍ଟୋବର-ଡିସେମ୍ବର ୨୦୨୨ ରେ ସହରଗୁଡିକରେ ବେକାରୀ ହାର ୭.୨ ପ୍ରତିଶତ ଥିଲା, ଯାହା ଜାନୁଆରୀ-ମାର୍ଚ୍ଚ ୨୦୨୩ ରେ ୬.୮ ପ୍ରତିଶତ କୁ ଖସି ଆସିଛି। ପରିସଂଖ୍ୟାନ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ ଏହା ଉଲ୍ଲେଖ କରାଯାଇଛି। ଚଳିତ ବର୍ଷ ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ଦେଶର ସହରାଞ୍ଚଳରେ ବେକାରୀ ହାର ହ୍ରାସ ପାଇଛି। ପରିସଂଖ୍ୟାନ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ଜାତୀୟ ନମୁନା ସର୍ଭେ କାର୍ଯ୍ୟାଳୟର ସର୍ବଶେଷ ପର୍ଯ୍ୟାୟ ଶ୍ରମ ଶକ୍ତି ସର୍ବେକ୍ଷଣରେ ଏହା ପ୍ରକାଶ ପାଇଛି।

ସର୍ବେକ୍ଷଣ ଅନୁଯାୟୀ ସହରାଞ୍ଚଳରେ ବେକାରୀ ସମସ୍ୟା ହ୍ରାସ ପାଇଛି। ଦେଶର ସହରାଞ୍ଚଳରେ ବେରୋଜଗାର ହାର ଜାନୁଆରୀ-ମାର୍ଚ୍ଚ ୨୦୨୨ ମଧ୍ୟରେ ୮.୨ ପ୍ରତିଶତ ଥିଲା। ପୁରୁଷଙ୍କ ମଧ୍ୟରେ ବେକାରୀ ହାର ୬ ପ୍ରତିଶତ ଥିବାବେଳେ ମହିଳାଙ୍କ ମଧ୍ୟରେ ଏହା ୯.୨ରହିଥିଲା। ଏହି ଫଳାଫଳଗୁଡିକ ଦେଶରେ ୪୪,୯୮୨ ସହରୀ ପରିବାର ଏବଂ ୧,୭୨,୦୮୯ ବ୍ୟକ୍ତିବିଶେଷଙ୍କ ସର୍ଭେରୁ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?