୨୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ସୋମବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୭୪ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୪୪ ହଜାର ୩୮୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୬୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୧୫ ଲକ୍ଷ ୩୫ ହଜାର ୭୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୬ ଲକ୍ଷ ୩୪ ହଜାର ୯୪୫ ଜଣ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୯ ସୁଦ୍ଧା ଦେଶରେ ୨ କୋଟି ୪୫ ଲକ୍ଷ ୮୩ ହଜାର ୫୫୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ରବିବାର ଗୋଟିଏ ଦିନରେ ୪ ଲକ୍ଷ ୭୭ ହଜାର ୨୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବ ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୧୦୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୩୦ ଜଣ ପିଲା...

ବୀର ସଭରକରଙ୍କ ନାତି ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୪।୧: ବିନାୟକ ଦାମୋଦର ସଭରକରଙ୍କ ନାତି ରଞ୍ଜିତ ସଭରକରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗଡ଼ିଯାଇଛି। ଉଚ୍ଚ ରକ୍ତଚାପ ବଢ଼ିଯିବାରୁ ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇସ୍ଥିତ ରହେଜା ଫୋର୍ଟିସ୍‌...

ନିଆଁ ଲିଭାଇବ ରୋବୋ: ଖର୍ଚ୍ଚ ହେବ କମ୍‌ ପାଣି

ଅହମ୍ମଦାବାଦ୍‌, ୨୫।୧: ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀଙ୍କୁ ନିୟୋଜିତ କରାଯାଇଥାଏ। ତେବେ ଅହମ୍ମଦାବାଦ୍‌ ଦମକଳ ବିଭାଗ ପକ୍ଷରୁ ଏବେ ଏହି କାର୍ଯ୍ୟରେ ରୋବୋକୁ ନିୟୋଜିତ...

ବର୍ଷୁଛି ନିଆଁ: ୟୁପିରେ ୪୭, ଦିଲ୍ଲୀରେ ୪୬ ଡିଗ୍ରୀ ଡେଇଁଲା ପାରଦ

ନୂଆଦିଲ୍ଲୀ/ପାଟନା,୩୦।୪: ଗତ କିଛି ଦିନରୁ ସାରା ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଭୀଷଣ ଗରମ ଓ ହିଟ୍‌ଓ୍ବେଭ୍‌ କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଲଗାତର...

କେଜ୍‌ରିଓ୍ବାଲଙ୍କୁ ‘କପି ମାଷ୍ଟର’ କହିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜୀ,୩।୧୦: ଆସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ବହୁ ଦଳ ଜୋରଦାର କାର୍ଯ୍ୟ କରୁଛନ୍ତି। ସେଥିମଧ୍ୟରୁ ଦିଲ୍ଲୀର ଶାସକ ଆମ...

ସିଡବ୍ଲ୍ୟୁସି ପାଇଁ ହେବନି ନିର୍ବାଚନ

ରାୟପୁର,୨୪।୨: ଚଳିତ ବର୍ଷ କଂଗ୍ରେସର ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି) ପାଇଁ ନିର୍ବାଚନ ନକରିବାକୁ ଶୁକ୍ରବାର ଷ୍ଟିଅରିଂ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନୂତନ ସିଡବ୍ଲ୍ୟୁସି ଗଠନ...

କମ୍‌ ପରିମାଣର ନିଶାଦ୍ରବ୍ୟର ବ୍ୟକ୍ତିଗତ ବ୍ୟବହାରକୁ ଅପରାଧ ଭାବେ ବିବେଚନା ନ କରିବାକୁ ଆବେଦନ…

ନୂଆଦିଲ୍ଲୀ,୨୮।୧୦: ମାଦକ ଦ୍ରବ୍ୟ ସେବନ ନେଇ ସେଲିବ୍ରିଟି ଯୁବବର୍ଗଙ୍କ ହାଇ ପ୍ରୋଫାଇଲ ଗିରଫ ମାମଲାକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରାଯାଇଛି।...

ସ୍ତ୍ରୀଙ୍କୁ ଗର୍ଭବତୀ କରାଇବା ପାଇଁ ୧୫ ଦିନ ପାରୋଲ

ଯୋଧପୁର,୧୬।୪: ଗର୍ଭଧାରଣ ଲାଗି ସ୍ତ୍ରୀଙ୍କ ଆବେଦନକ୍ରମେ ରାଜସ୍ଥାନର ଆଜମେର ଜେଲ୍‌ରେ ଆଜୀବନ ସଜା କାଟୁଥିବା ସ୍ବାମୀଙ୍କୁ ଯୋଧପୁର ହାଇକୋର୍ଟ ୧୫ ଦିନିଆ ପାରୋଲରେ ଯିବା ଲାଗି...

Advertisement
Archives

Model This Week