ନମ୍ବର ପ୍ଲେଟ୍‌ ଦାମ୍‌ ୭୦ କୋଟି

ଦୁବାଇ,୨୫।୪ : କାର୍‌ ନମ୍ବର ପ୍ଲେଟ୍‌ର ଦାମ୍‌ ୭୦ କୋଟି ଟଙ୍କା। ଏହା ବିଶ୍ୱର ତୃତୀୟ ସବୁଠୁ ମହଙ୍ଗା ନମ୍ବର ପ୍ଲେଟ୍‌ ବୋଲି କୁହାଯାଉଛି। ଏଏ୮ ଲେଖାଥିବା ଉକ୍ତ ନମ୍ବର ପ୍ଲେଟ୍‌କୁ ଦୁବାଇର ସଡ଼କ ଓ ପରିବହନ କର୍ତ୍ତୃପକ୍ଷ ନିକଟରେ ନିଲାମ ଡାକିଥିଲେ। ଏହାକୁ ସେଠାର ଜଣେ ବ୍ୟକ୍ତି ୩୫ ନିୟୁତ ଡିର୍‌ହାମ (ପ୍ରାୟ ୭୦ କୋଟି ଟଙ୍କା)ରେ କିଣିଛନ୍ତି। ଗତବର୍ଷ ଏଏ୯ ନମ୍ବର ପ୍ଲେଟ୍‌ ୭୯ କୋଟି ଟଙ୍କାରେ ନିଲାମ ହୋଇଥିଲା। ୫୦ରୁ ଊର୍ଦ୍ଧ୍ୱ ଦେଶର ଅବହେଳିତ ଲୋକଙ୍କୁ ଖାଦ୍ୟ ଯୋଗାଇବା ପାଇଁ ବିଭିନ୍ନ ଆକର୍ଷଣୀୟ ନମ୍ବର ପ୍ଲେଟ୍‌ ନିଲାମ ଡକାଯାଇଥିଲା। ଏଥିରୁ ମୋଟ ୩୩୫ କୋଟି ଟଙ୍କା ସଂଗୃହୀତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଟେଲାଇଟ୍‌ରୁ ଇଣ୍ଟରନେଟ୍‌ ସେବା ଦେବାକୁ କହି ଟ୍ରୋଲ୍‌ ହେଲେ ପାକ୍‌ ମନ୍ତ୍ରୀ

ଇସ୍‌ଲାମାବାଦ,୧୫।୧୧: ପାକିସ୍ତାନର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଫୟାଦ୍‌ ଚୌଧୁରୀ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। ଏବେ ସେ ପୁଣି ସୋସିଆଲ ମିଡିଆରେ ଟ୍ରୋଲ୍‌...

୪୭ ଜଣଙ୍କୁ ହତ୍ୟା କଲେଣି ବନ୍ଧୁକଧାରୀ

ଲାଗୋସ୍‌, ୨୧ା୧୨: ନାଇଜେରିଆର ଅଶାନ୍ତ ଉତ୍ତର-ପୂର୍ବ ଅଞ୍ଚଳରେ ବନ୍ଧୁକଧାରୀଙ୍କ ବର୍ବରତା ସୀମା ଟପିବାରେ ଲାଗିଛି। ମାତ୍ର ୩ ଦିନ ମଧ୍ୟରେ ଆତତାୟୀମାନେ ୪୭ ଜଣଙ୍କୁ ଗୁଳି...

ଚାଇନାରେ ସ୍ଥିତି ଅଣାୟତ: ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ବେଜିଂ,୧୧।୨: ଚାଇନାର କରୋନା ମହାମାରୀ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୦୧୧ରେ ପହଞ୍ଚିଛି। ୪୨...

ଅସୁନ୍ଦର ଚେହେରା ପ୍ରତିଯୋଗିତା

ସମସ୍ତେ ଚାହାନ୍ତି ସୁନ୍ଦର ଦେଖାଯିବା ପାଇଁ। ସେଥିପାଇଁ କିଏ ଘରୋଇ ଉପଚାର କରନ୍ତି ତ ଆଉ କିଏ ପ୍ଲାଷ୍ଟିକ ସର୍ଜରିର ବି ସାହାଯ୍ୟ ନିଅନ୍ତି। କିନ୍ତୁ...

ବିଶ୍ୱର ୫ ଅଦ୍ଭୁତ ଗଛ: ଯାହାକୁ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭଗବାନଙ୍କ ସୃଷ୍ଟି ବିଚିତ୍ର। ପୃଥିବୀପୃଷ୍ଠରେ ଦେଖିବାକୁ ମିଳୁଥିବା ବୃକ୍ଷଲତା ମଧ୍ୟରେ ଅନେକ ସାମଞ୍ଜସ୍ୟ ଥିଲେ ମଧ୍ୟ କିଛି କିଛି ଭିନ୍ନ ଥାନ୍ତି। ସେଗୁଡ଼ିକ ଅଦ୍ଭୁତ ଗଠନକୁ...

ନାଇଜେରିଆ ଚର୍ଚ୍ଚରେ ଗୁଳିକାଣ୍ଡ, ୫୦ ମୃତ

ଅବୁଜା,୬ ।୬: ଦକ୍ଷିଣ-ପଶ୍ଚିମ ନାଇଜେରିଆର ଏକ ଚର୍ଚ୍ଚରେ ରବିବାର ପ୍ରାର୍ଥନା କରୁଥିବା ଲୋକଙ୍କ ଉପରକୁ ଗୁଳି କରାଯିବା ସହ ବିସ୍ଫୋରଣ କରାଯାଇଥିବା ଖବର ମିଳିଛି ।...

ପାକିସ୍ତାନରେ ଦାରିଦ୍ର୍ୟତା ହାର ୩୫.୭ ପ୍ରତିଶତ ବୃଦ୍ଧି…

ଇସଲାମାବାଦ,୨୨।୧୨ : ଦିନକୁ ଦିନ ପାକିସ୍ତାନର ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ଦେଶର ପ୍ରସିଦ୍ଧ ଉର୍ଦ୍ଦୁ ଖବରକାଗଜ ଇନ୍ତେଖାବ ଡେଲି ରିପୋର୍ଟ କରିଛି ଯେ...

୪୦ କୋଟି ବର୍ଷ ତଳେ ବିକଶିତ ହୋଇଥିଲା ମାଛର ଦାନ୍ତ

ଷ୍ଟକ୍‌ହୋମ୍‌: ଜୈବ ବିବର୍ତ୍ତନର ଧାରା ପୃଥିବୀରେ ସବୁବେଳେ ଜାରି ରହିଛି। ଗବେଷକଙ୍କ ମତରେ ମନୁଷ୍ୟଠାରେ ଦେଖାଯାଉଥିବା ଦାନ୍ତ ୪୦ କୋଟି ବର୍ଷତଳେ ମାଛଠାରୁ ବିକଶିତ ହୋଇଥିଲା।...

Advertisement
Archives

Model This Week