Posted inଜାତୀୟ

ୟୁପିରେ ପ୍ରଦର୍ଶନକାରୀଙ୍କ ଉପରେ ଲାଗିବ ଗ୍ୟାଙ୍ଗଷ୍ଟର ଆକ୍ଟ. ଜବତ ହେବ ସମ୍ପତି

ଲକ୍ଷ୍ନୌ,୧୧ ।୬: ନୁପୁର ଶର୍ମାଙ୍କ ବୟାନକୁ ନେଇ ଶୁକ୍ରବାର ଉତ୍ତର ପ୍ରଦେଶରେ ନମାଜ ପରେ ପୁଣିଥରେ ହିଂସା ହୋଇଛି । ପ୍ରୟାଗରାଜ, ଶାହାରନପୁର, ମୁରାଦାବାଦ ଭଳି କିଛି ଅଞ୍ଚଳରେ ପ୍ରଦର୍ଶନକାରୀ ପଥର ଫିଙ୍ଗିବା ସହ ସ୍ଥାନେ ସ୍ଥାନେ ନିଆଁ ଲଗାଇ ଦେଇଥିବା ଦେଖାଯାଇଛି । ଏବେ ସରକାରୀ ସମ୍ପତି ନଷ୍ଟ କରିଥିବା ଅଭିଯୋଗରେ ସେହି ପ୍ରଦର୍ଶନକାରୀଙ୍କ ବିରୋଧରେ କଡା ଆକ୍ସନ ନେବାର ବ୍ୟବସ୍ଥା କରାଯାଉଛି । ଯେଉଁମାନେ ପ୍ରଦର୍ଶନ ସମୟରେ ବିଶୃଙ୍ଖଳିତ ଆଚରଣ ଦେଖାଇଛନ୍ତି ସେମାନଙ୍କ ବିରୋଧରେ ଗ୍ୟାଙ୍ଗଷ୍ଟର ଆକ୍ଟ ଲାଗୁ କରାଯିବ । ଏଡିଜି, ଲ ଆଣ୍ଡ ଅର୍ଡର ପ୍ରଶାନ୍ତ କୁମାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ସୁଦ୍ଧା ପଥର ଫିଙ୍ଗା ମାମଲାରେ ୧୦୯ ଜଣଙ୍କୁ ଗିରଫ କରାଯାଇଛି । ଏହା ବ୍ୟତୀତ ଯେଉଁମାନେ ଭଙ୍ଗା ରୁଜା କରୁଥିଲେ ସେମାନଙ୍କୁ ଚିହ୍ନଟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri