Posted inଜାତୀୟ

ନୂପୁର ଶର୍ମାଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୭ା୬: ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ନୂପୁର ଶର୍ମାଙ୍କୁ ବାରମ୍ବାର ହତ୍ୟା ଧମକ ମିଳୁଛି। ଏ ନେଇ ତାଙ୍କ ଅଭିଯୋଗ କ୍ରମେ ଦିଲ୍ଲୀ ପୋଲିସ ଏକ ମାମଲା ରୁଜୁ କରିଛି। ଏହାର ତଦନ୍ତ ଚାଲିଥିବା ପୋଲିସ କହିଛି। ନୂପୁର ଏବଂ ତାଙ୍କ ପରିବାର ଉପରେ ବିପଦ ଥିବା କହି ତାଙ୍କ ଘର ଠିକଣା ପ୍ରକାଶ ନ କରିବାକୁ ଏହି ଭାଜପା ନେତ୍ରୀ ନିବେଦନ କରିଛନ୍ତି। ଭାଜପାରୁ ନିଲମ୍ବନ ହେବା ପରେ ନୂପୁର ରବିବାର ଟୁଇଟରରେ ସଫେଇ ଦେଇଥିଲେ। ଟିଭି ବିତର୍କରେ ବାରମ୍ବାର ମହାଦେବଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ରଖାଯାଉଥିବାରୁ ପ୍ରତିକ୍ରିୟାରେ ସେ ଏଭଳି ମନ୍ତବ୍ୟ ଦେଇଥିଲେ। କାହାର ଧର୍ମୀୟ ଭାବନାକୁ ଆଘାତ ଦେବା ତାଙ୍କର ଉଦ୍ଦେଶ୍ୟ ନ ଥିଲା ବୋଲି କହି ସେ ନିଃସର୍ତ୍ତରେ ନିଜ ମନ୍ତବ୍ୟକୁ ଫେରାଇ ନେଉଥିବା ଟୁଇଟ୍‌ରେ ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?