ଭୁବନେଶ୍ୱର,୨୦।୫: ଦେଶର ପ୍ରମୁଖ ଡିଜିଟାଲ ପ୍ଲାଟ୍ଫର୍ମ ନୁରେ ଭାରତ ନେଟ୍ୱର୍କର ନୂଆ ମୋବାଇଲ ଆପ୍ ‘ପିପୋ ନେଟ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଜରିଆରେ ରେଳଯାତ୍ରୀଙ୍କୁ ବିଭିନ୍ନ ପ୍ରକାର ସେବା ଓ ସୁବିଧା ଆଗାମୀ ଦିନରେ ଯୋଗାଇ ଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ନୁରେ ଭାରତ ନେଟ୍ୱର୍କର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ସ୍ୟାକ୍ସ କ୍ରିଷ୍ଣା କହିଛନ୍ତି, ନୁରେ ଭାରତ ନେଟ୍ୱର୍କର ଶୁଭାରମ୍ଭ ସହିତ ଆମେ ଦେଶର ମଙ୍ଗଳ ପାଇଁ ଏକ ବୃହତ୍ ଲକ୍ଷ୍ୟ ପୂରଣ କରିବାକୁ ଯୋଜନା ରଖିଛୁ। ଫଳରେ ୱାଇଫାଇ ଆକ୍ସେସ୍ ସୁରକ୍ଷିତ ହେବ। ତେଣୁ ଆମେ ଭାରତୀୟ ନାଗରିକଙ୍କୁ ସ୍ବାସ୍ଥ୍ୟସେବା, ଶିକ୍ଷା ଆଦି ସେବାଗୁଡିକର ସୁବିଧା ଦେଇପାରିବୁ। ଟିୟର ୩ ଓ ୪ ଟାଉନଗୁଡିକରେ ଆମେ ଲୋକମାନଙ୍କୁ ଇଣ୍ଟରନେଟ୍କୁ ଗଣତାବିକ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛୁ। ସେହିଭଳି ରେଲ୍ଟେଲ୍ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର କହିଛନ୍ତି, ପିପୋନେଟ୍ର ଶୁଭାରମ୍ଭ ଏବଂ ଅପାର କ୍ଷମତା ଥିବା ଏକ ପ୍ଲାଟ୍ଫର୍ମ ମାଧ୍ୟମରେ ଭାରତକୁ ଏକାଠି କରିବା ଦିଗରେ ଆମେ କରୁଥିବା କାର୍ଯ୍ୟଗୁଡିକୁ ନେଇ ଉତ୍ସାହିତ ରହିଛୁ। ଏପରିକି ଆମେ ୩ଆଇ ଇନ୍ଫୋଟେକ୍ ଓ କନ୍ସୋର୍ଟିୟମର ଅନ୍ୟ ସଦସ୍ୟମାନଙ୍କୁ ଏହି ସାମାଜିକ-ଅର୍ଥନୈତିକ ଉଦ୍ଭାବନ ପ୍ରତି ସେମାନଙ୍କର ଯୋଗଦାନ ପାଇଁ ଶୁଭେଚ୍ଛା ଜଣାଉଛୁ।
ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ
ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…
ମୁମ୍ୱାଇକୁ ହରାଇଲା ଦିଲ୍ଲୀ
ନୂଆଦିଲ୍ଲୀ,୪ା୪: ସମୀର ରିଜ୍ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍ଆଇ)କୁ ୬ ଉଇକେଟରେ ପରାସ୍ତ…
ୟୁକ୍ରେନ୍ ଉପରେ ରୁଷିଆର ଡ୍ରୋନ୍ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…
କିଭ୍,୪ା୪: ୟୁକ୍ରେନ୍ର ନିକୋପୋଲ୍ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…
ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍, ଆଉ ତା’ପରେ…
ନାଶିକ୍,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…
ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା
ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…
ସିଏସ୍କେ ପରାଜୟର କାରଣ କହିଲେ ଗାଭାସ୍କର
ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…
Archives

