ଡ୍ୟୁଟିରେ ଥିଲେ ନର୍ସ: ଛୁରୀ ଭୁଷି ହତ୍ୟାକଲେ ସ୍ବାମୀ

କଟକ ଅଫିସ,୮।୭- କଟକ ଜିଲା ନିଆଳିରେ ଜଣେ ନର୍ସ ତାଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଥିବା ସମୟରେତାଙ୍କୁ ହତ୍ୟା କରାଯାଇଛି। ନର୍ସଙ୍କ ସ୍ବାମୀ ଛୁରୀ ଭୁଷି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ନିଆଳି ଅଞ୍ଚଳରେ ଥିବା ମହିଧରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି) ଅଧୀନରେ ନର୍ସଜଣଙ୍କ କାର୍ଯ୍ୟ କରୁଥିଲେ। ସ୍ଥାନୀୟ ଲୋକଙ୍କ କହିବାନୁସାରେ, ନର୍ସ ମହୁରା ସ୍କୁଲରେ ଟୀକାକରଣ ଡ୍ୟୁଟିରେ ଥିବାବେଳେ ତାଙ୍କ ସ୍ବାମୀ ସେଠାରେ ପହଞ୍ଚି ତାଙ୍କୁ ଛୁରାମାଡ଼ କରିଥିଲେ। ସେଠାରେ ଉପସ୍ଥିତ ଲୋକମାନେ ଅଭିଯୁକ୍ତ ସ୍ବାମୀଙ୍କୁ କାବୁ କରି ପୋଲିସରେ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗିରଫ କରିଛି। ପୋଲିସ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ସଂପର୍କରେ ଏକ ମାମଲା ରୁଜୁ ହୋଇଛି ଏବଂ ତଦନ୍ତ ଚାଲିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବାରିପଦା ଅଫିସ,୭ା୧୦- ମୟୂରଭଞ୍ଜ ଜିଲା ରରଁୁଆ ଥାନା ଅଧୀନ ସିଙ୍ଗଡ଼ା ଜଙ୍ଗଲରୁ ରବିବାର ଜଣେ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛନ୍ତି। ଶିଶୁ କନ୍ୟା କରଞ୍ଜିଆ...

ସ୍ନାନବେଦିରେ ମିଳିବ ଦାରୁଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୨୬।୫: ନୀଳାଦ୍ରି ଭକ୍ତନିବାସରେ ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା...

ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ

କପ୍ତିପଦା,୭ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ...

ମୋବାଇଲ ଚୋର ଗିରଫ

ଧାମନଗର,୧୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଦୋବଲ ବଜାରରେ ମୋବାଇଲ ଦୋକାନ କରିଥିବା ସେକ୍‌ ଇଝାରଙ୍କୁ ମୋବାଇଲ ଚୋରି ଅଭିଯୋଗରେ କେନ୍ଦ୍ରାପଡ଼ା ପୋଲିସ ଗିରଫ କରିଛି। ଇଝାର ଚୋରା...

ଯୁକ୍ତ୨ ନାମଲେଖା ଆରମ୍ଭ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଭାଗରେ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କରେ...

ସିଇଓଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ:ଯୋଗଦେଲେନି କଂଗ୍ରେସର ପ୍ରତିନିଧି

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନିମନ୍ତେ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ...

ମାତିଲେ ନକଲି ପୋଲିସ: ବର୍ଦ୍ଦି ପିନ୍ଧି ଲୁଟିଲେ ସ୍କୁଟି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ନକଲି ପୋଲିସ। ଆପଣେଇଛନ୍ତି ନୂଆ ଫର୍ମୁଲା। ଆଇପିଏସ୍‌ ଅଫିସର ଏବଂ ଇନ୍ସପେକ୍ଟର ପରିଚୟ ଦେଇ ଗିରଫ ହୋଇଥିବା ଘଟଣାଭଳି ଅନୁରୂପ ଘଟଣା...

ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି...

Advertisement
Archives

Model This Week