୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ ଘରୋଇ ହସ୍ପିଟାଲରେ ଷ୍ଟାଫ ନର୍ସ ଭାବେ କାମ କରୁଥିଲେ। ସେ ଏକା ସାଙ୍ଗରେ ୨ ଯୁବକଙ୍କୁ ପ୍ରେମ କରୁଛି। ହଠାତ୍‌ ଧରାପଡ଼ିବା ପରେ ସେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ। ଡମଣା ଛକରେ ରହୁଥିବା ଭଡ଼ାଘରେ ସେ ଫ୍ୟାନ୍‌ରେ ଝୁଲି ପଡ଼ିଥିଲେ ଯୁବତୀ। ଅପମୃତ୍ୟୁ ମାମଲା ରୁଜୁ କରି ଚନ୍ଦ୍ରଶେଖରପୁର ଥାନା ପୋଲିସ ତଦନ୍ତ ଚଳାଇଛି। ଏହାସହ ୨ ପୁରୁଷ ବନ୍ଧୁଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri