ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର: କୃଷ୍ଣ ପାତ୍ର

ଭୁବନେଶ୍ୱର,୧୬।୩: ପୋଷଣ କେନ୍ଦ୍ରନେଇ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର। ‘ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲିବ। ପୋଷଣ କେନ୍ଦ୍ରରେ ମିଳିବ ଡାଲି, ଅଟା, ତେଲ ଓ ଚାଉଳ। ଏ ନେଇ ହିତାଧୀକାରୀଙ୍କୁ ମିଳିବ ସ୍ବତନ୍ତ୍ର କାର୍ଡ ବୋଲି ମନ୍ତ୍ରୀ କହିଛନ୍ତି।

ପୋଷଣ କେନ୍ଦ୍ର ମାଧ୍ୟମରେ ପୁଷ୍ଟିଯୁକ୍ତ ଶସ୍ୟ ଯୋଗାଣ, ସରକାରୀ ସୁଲଭ ମୂଲ୍ୟ ଦୋକାନଗୁଡିକର ସୁଦୃଢ଼ୀକରଣ କରାଯିବ। ଖାଦ୍ୟ ସୁରକ୍ଷା ଦିଗରେ ଆହୁରି ଅନେକ ଜନକଲ୍ୟାଣକାରୀ ପଦକ୍ଷେପ ମାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri