ନର୍ସିଂ ସଙ୍ଘର ପ୍ରତିବାଦ: ୧୭ରୁ ଇଞ୍ଜେକ୍‌ଶନ ବନ୍ଦ ଆନ୍ଦୋଳନ

କେସିଙ୍ଗା,୯ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ନର୍ସିଂ ସଙ୍ଘ ୧୨ଦଫା ଦାବି ନେଇ କଳାବ୍ୟାଜ୍‌ ପରିଧାନ କରି ଶନିବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି।
ନର୍ସମାନେ ବିଭିନ୍ନ ଦାବି ନେଇ ରାଜ୍ୟ ସରକାରଙ୍କ ନିକଟରେ ଅଭିଯୋଗ କରିଥିଲେ। ହେଲେ ସମସ୍ୟାର ସମାଧାନ ହେଉ ନ ଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାର ନର୍ସମାନଙ୍କ ୧୨ଦଫା ଦାବି ପୂରଣ ନ କଲେ ଆସନ୍ତା ୧୭ ତାରିଖରୁ ରୋଗୀଙ୍କୁ ଇଞ୍ଜେକଶନ୍‌ ଦେବା ବନ୍ଦ କରାଯିବ ବୋଲି କେସିଙ୍ଗା ନର୍ସିଂ ସଙ୍ଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ନର୍ସ ସାରଥି ଦେଈ, ମଧୁସ୍ମିତା ମହାନ୍ତି, ମମତା ପଢ଼ିହାରୀ, ମଧୁସ୍ମିତା ମଲ୍ଲିକ, ଅମିତ ବାଗ, ସୁଷମା ସୁଶିଳା କୁଲ୍ଲା, ନାରାୟଣ ସେଠୀ, କଲ୍ୟାଣ ମଲ୍ଲିକ, ପଦ୍ମିନୀ ମାଝୀ, ସା ମାଝୀ, ଅହଲ୍ୟା ଛତ୍ରିଆ, ଫ୍ଲୋରେନ୍ସ ବାରିକ ପ୍ରମୁଖ କଳାବ୍ୟାଜ ପିନ୍ଧି ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri