ନର୍ସିଂହୋମ୍‌ରେ ନିଆଁ ଲାଗିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୩ା୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। କେମିତି ନିଆଁ ଲାଗିଲା ତାହାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନର୍ସିଂହୋମ୍‌ରୁ ଉଦ୍ଧାର ହୋଇଥିବା ରୋଗୀଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଆଜି ଅପରାହ୍ନରେ କଟକର ଏକ ଘରୋଇ ନର୍ସିଂହୋମ୍‌ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇଥିଲେ। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଗୁରୁତରମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଶିଶୁମାନଙ୍କ ଶିଶୁଭବନ ପଠାଇଯାଇଛି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri