୬ କରୋନା ଆକ୍ରାନ୍ତ ଚିହ୍ନଟ : ନର୍ସିଂହୋମ୍‌ ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୪ା୭-କଟକ ସହର ଚାଉଳିଆଗଞ୍ଜସ୍ଥିତ ଏକ ନର୍ସିଂହୋମ୍‌ରୁ ଶୁକ୍ରବାର ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶନିବାର ସିଏମ୍‌ସି ସେହି ନର୍ସିଂହୋମ୍‌କୁ ସିଲ୍‌ କରିଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସିଲ୍‌ ହୋଇଛି। ସମସ୍ତ ଆକ୍ରାନ୍ତ ସେଠାରେ କାର୍ଯ୍ୟ କରୁଥିଲେ। ସେଥିରୁ ଜଣେ ମହିଳା ନର୍ସ, ସଫେଇ କର୍ମଚାରୀ ଓ ଅନ୍ୟ ୪ ଜଣ ପୁରୁଷ। କିଛି ଦିନ ତଳେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ଜଣେ ମହିଳା ଚିକିତ୍ସା ପାଇଁ ଏଠାରେ ଭର୍ତ୍ତି ହୋଇଥିଲେ। ପରେ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ନର୍ସିଂହୋମ୍‌ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଓ ଡାକ୍ତରଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ...

ଦିନରୁ ରାତିଯାଏ ଅସମ୍ଭାଳ ଭିଡ଼

କଟକ,୪ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରାର ସପ୍ତମ ଦିନ ରବିବାର ସମ୍ପୂର୍ଣ୍ଣ ଭିନ୍ନ ଥିଲା, ଯାହାକୁ ନ ଦେଖିଲେ କଥାରେ କହି ବୁଝାଇ ହେବ ନାହିଁ।...

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ...

ମୁକୁଳା ବୋର୍‌ଓ୍ବେଲରେ ପଡ଼ି ବୃଦ୍ଧା ମୃତ୍ୟୁ ମାମଲା ସୁବର୍ଣ୍ଣପୁର ଜିଲାପାଳଙ୍କୁ ଓଏଚ୍‌ଆର୍‌ସିଙ୍କ ନୋଟିସ

କଟକ,୧ା୧୨ (କାର୍ତ୍ତିକ ସାହୁ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକର ଖଲିଆପାଲି ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ବୃଦ୍ଧା ଦୁଃଖୀ ନେଗିଙ୍କ ବୋର୍‌ଓ୍ବେଲରେ ପଡ଼ି ମୃତ୍ୟୁ ମାମଲାରେ...

୮ରେ ଚୂଡ଼ାନ୍ତ ଶୁଣାଣି

କଟକ,୧ା୧୨ (କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଜାରି କରିଥିବା ସ୍ଥଗିତାଦେଶ ବଳବତ୍ତର ରହିଛି। ହାଇକୋର୍ଟ...

ବାଲିଯାତ୍ରାରେ ‘ଜୀ ସାର୍ଥକ’ କଳାକାରଙ୍କୁ ଭେଟିବେ ଦର୍ଶକ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାରେ ଘରୋଇ ମନୋରଞ୍ଜନ ଚ୍ୟାନେଲ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ...

କଳାଧନ: ସୁପ୍ରିମକୋର୍ଟଙ୍କୁ ଦିଆଗଲାଣି ୮ ରିପୋର୍ଟ

କଟକ,୨୯।୧୧ (କାର୍ତ୍ତିକ ସାହୁ): କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ ଅରିଜିତ ପଶାୟତଙ୍କ ବାସଭବନରେ ସ୍ପେଶାଲ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌ (ଏସ୍‌ଆଇଟି)ର ଦଶମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ...

ବୈପାରୀଗୁଡା ଆଇଆଇସି ଗିରଫ

ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri