ରକ୍ତଦାନ କରି ଜଣଙ୍କ ଜୀବନ ବଞ୍ଚାଇଲେ ନର୍ସିଂ ଛାତ୍ର

ଭଞ୍ଜନଗର,୧୫ା୧(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ୨ ଜଣ ନର୍ସିଂ ପ୍ରଶିକ୍ଷଣ ଛାତ୍ର ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରି ଜଣେ ରୋଗୀଙ୍କ ଜୀବନ ବଞ୍ଚାଇଛନ୍ତି। ସେମାନେ ହେଲେ ସ୍ଥାନୀୟ ଭଞ୍ଜ କଲେଜ ଅଫ ନର୍ସିଂର ବି ଏସସି ତୃତୀୟ ବର୍ଷ ଛାତ୍ର ଆଦିତ୍ୟ ନାରାୟଣ ପାତ୍ର ଏଂ ଅଭିନାଶ ପଟ୍ଟନାୟକ। ଭଞ୍ଜନଗର ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ ରକ୍ତ ପାଉ ନ ଥିଲେ । ଛାତ୍ର ଦ୍ୱୟ ଏହା ଜାଣି ରକ୍ତଦାନ ପାଇଁ ଆଗଭର ହୋଇଥିଲେ । ଡାକ୍ତର ଦିଲୀପ କୁମାର ସାହୁ ଏବଂ ଏଆରଟି କାଉନସିଲର ନାରାୟଣ ବେହେରାଙ୍କ ଉପସ୍ଥିତିରେ ଛାତ୍ର ଆଦିତ୍ୟ ଓ ଓ ଅଭିନାଶ ରକ୍ତ ଦାନ କରିଛନ୍ତି। ଉଭୟଙ୍କ ଏପରି ମହତ କାର୍ଯ୍ୟକୁ ମେଡିକାଲ ଅଧୀକ୍ଷକ ସିତାଂଶୁ ଶେଖର ଶତପଥୀ, ନର୍ସିଂ କଲେଜ ସମ୍ପାଦକ ତ୍ରୈଲୋକ୍ୟ ନାଥ ପଣ୍ଡା ଓ ମେଡିକାଲ ପରିଚାଳକ ବିଚିତ୍ର କୁମାର୍‌ ପାଣିଗ୍ରାହୀ ପ୍ରଶଂସା କରିବା ସହ ଯୁବ ପିଢ଼ିଙ୍କୁ ରକ୍ତଦାନ କରିବା ପାଇଁ ପରାମର୍ଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri