କଲେଜ ପରିସରରେ ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା

ଗଜପତି,୨୮ା୭(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ରାଣୀପେଣ୍ଠ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। କଲେଜର ପ୍ରଥମ ବର୍ଷ ଛାତ୍ରୀ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ଛାତ୍ରୀ ଜଣକ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଥାନାଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri