ବିବାହ ପୂର୍ବରୁ ଏହି ଅଭିନେତାଙ୍କ ସହ ଥିଲା ନୁସରତଙ୍କ ସମ୍ପର୍କ

କୋଲକାତା: ବେଙ୍ଗଲି ଅଭିନେତ୍ରୀ ତଥା ଏମ୍‌ପି ନୁସରତ ଜାହାଁ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନୁସରତ ନିଖିଲ ଜୈନଙ୍କୁ ବିବାହ କରିଥିବା ବେଳେ ବର୍ତ୍ତମାନ ୟଶଦାସ ଗୁପ୍ତାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିବା ଚର୍ଚ୍ଚା ହେଉଛି। ଆଜିକାଲି ନୁସରତ ଏବଂ ନିଖିଲଙ୍କ ମଧ୍ୟରେ ବିବାଦ ଏବଂ ଗର୍ଭବତୀ ହେବାର ଖବର ହେଡ୍‌ଲାଇନ୍‌ରେ ରହିଛି। ନୁସରତ ତାଙ୍କ ଇନ୍‌ଷ୍ଟାଗ୍ରାମରେ ନିଖିଲଙ୍କ ଫଟୋ ମଧ୍ୟ ଡିଲିଟ୍‌ କରିଦେଇଛନ୍ତି। ଏହା ପ୍ରଥମ ଥର ନୁହେଁ, ଲଭ୍‌କୁ ନେଇ ନୁସରତ ପୂର୍ବରୁ ବହୁବାର ଟ୍ରୋଲ ହୋଇଛନ୍ତି। ବୟଫ୍ରେଣ୍ଡ କାଦିର ଖାନଙ୍କ ସହ ତାଙ୍କର ରିଲେସନଶିପ୍‌ ଖବର ମଧ୍ୟ ଚର୍ଚ୍ଚାରେ ଥିଲା।
ନୁସରତ ଏବଂ କାଦିରଙ୍କ ମଧ୍ୟରେ ସମ୍ପର୍କ ଠିକ୍‌ଠାକ ଚାଲିଥିଲା। ମାତ୍ର ୨୦୧୨ରେ ଏକ କାରଣ ଯୋଗୁ ସବୁକିଛି ବଦଳି ଯାଇଥିଲା। କାଦିରଙ୍କ ନାମରେ ଏକ ବଳାତ୍କାର ମାମଲା ଆସିଥିଲା। ଯେଉଁଥିରେ କାଦିରଙ୍କୁ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିଲା। ଏହି କାରଣରୁ ନୁସରତ କାଦିରଙ୍କଠାରୁ ଦୂରେଇ ଯାଇଥିଲେ।

ଏହି ଘଟଣା ପରେ ୨୦୧୯ ଜୁଲାଇରେ ତାଙ୍କ ବୟଫ୍ରେଣ୍ଡ ତଥା ପ୍ରତିଷ୍ଠିତ ବ୍ୟବସାୟୀ ନିଖିଲଙ୍କ ସହ ତାଙ୍କର ବିବାହ ହୋଇଥିଲା। ମାତ୍ର ବର୍ତ୍ତମାନ ଦୁହେଁ ଦୁହିଁଙ୍କଠାରୁ ଅଲଗା ରହୁଥିବା ବେଳେ ବର୍ତ୍ତମାନ ନୁସରତ ମା’ ହେବାର ଖବର ଚର୍ଚ୍ଚା ହେଉଛି। ଏପଟେ ନିଖିଲ କହିଛନ୍ତି ଏହା ମୁଁ ଜାଣିନାହିଁ। ତେବେ ଦେଖାଯାଉ ନୁସରତଙ୍କ ଜୀବନରେ ଆଗକୁ କ’ଣସବୁ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri