ୟଶଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କଲେ ନୁସରତ

ମୁମ୍ବାଇ: ଟିଏମ୍‌ସି ନେତ୍ରୀ ତଥା ବଙ୍ଗଳା ଅଭିନେତ୍ରୀ ନୁସରତ ଜାହାଁ ଆଜିକାଲି ପ୍ରତ୍ୟେକ କଥାରେ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ନୁସରତ ୟଶ ଦାସଗୁପ୍ତାଙ୍କ ଜନ୍ମଦିନ ପାଳନ କରିଥିଲେ। ଏହିଦିନ ସେ ସମସ୍ତଙ୍କୁ କହିଥିଲେ ଯେ, ତାଙ୍କ ସନ୍ତାନର ପିତା ୟଶଙ୍କ ବ୍ୟତୀତ ଆଉ କେହି ନୁହନ୍ତି।

ୟଶଙ୍କ ଜନ୍ମଦିନ ପରଠାରୁ ପ୍ରଶଂସକ ଜାଣିସାରିଲେଣି ଯେ, ନୁସରତଙ୍କ ସ୍ବାମୀ ହିଁ ୟଶ୍‌। ଦୁର୍ଗାପୂଜା ଅବସରରେ ନୁସରତ ଦୁଇଟି ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଉଭୟେ ବହୁତ ରୋମାଣ୍ଟିକ ପୋଜ୍‌ ଦେଇଥିବା ନଜର ଆସିଛନ୍ତି। ଦୁହିଁଙ୍କ ଫଟୋକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ ବି କରିଛନ୍ତି।

ଗୋଟିଏ ଫଟୋରେ ନୁସରତ ୟଶଙ୍କ କୋଳରେ ବସି ପୋଜ ଦେଇଥିବାବେଳେ ଅନ୍ୟ ଫଟୋରେ ଦୁହିଁଙ୍କୁ ରୋମାଣ୍ଟିକ୍‌ ପୋଜ୍‌ରେ ଦେଖିବାକୁ ମିଳିଛି। ପ୍ରଶଂସକମାନେ ମଧ୍ୟ ଏହି ଯୋଡ଼ିକୁ ଏବେ ଗ୍ରହଣ କରିନେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri