ମା’ ହେଲେ ନୁସରତ୍‌

ବଙ୍ଗୀୟ ଅଭିନେତ୍ରୀ ତଥା ଟିଏମସି ଏମ୍‌ପି ନୁସରତ ଜାହାଁ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତାଙ୍କୁ ପ୍ରସବ ପାଇଁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅଗଷ୍ଟ ୨୫ ବିଳମ୍ବିତ ରାତିରେ ସେ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ତେବେ ଆଜିକାଲି ନୁସରତ୍‌ ୟଶ ଦାସ ଗୁପ୍ତାଙ୍କ ସହ ପ୍ରେମ ସମ୍ପର୍କରେ ଅଛନ୍ତି। ପ୍ରସବ ସମୟରେ ୟଶଙ୍କୁ ତାଙ୍କ ସହ ରହିବାକୁ ଅନୁମତି ଦେବା ପାଇଁ ନୁଶରତ ଡାକ୍ତରମାନଙ୍କୁ ଏକ ବିଶେଷ ନିବେଦନ କରିଥିଲେ।
ନୁଶରତ ୨୦୧୯ରେ ତୁର୍କୀରେ ନିଖିଲ ଜୈନଙ୍କୁ ବିବାହ କରିଥିଲେ। ପରେ ଚଳିତବର୍ଷ ଆରମ୍ଭମ୍ଭ ଉଭୟଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିଲା। ଫଳରେ ଏବେ ସେମାନେ ପରସ୍ପର ଅଲଗା ରହୁଛନ୍ତି। ନିଖିଲଙ୍କଠାରୁ ଅଲଗା ହେବା ପରେ ନୁସରତ ଏବେ ୟଶଙ୍କୁ ଡେଟ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାଡ଼ପତ୍ର ଦିନ ପାଳିବି ଜନ୍ମଦିନ’

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଆଜି ଅର୍ଥାତ୍‌ ଡିସେମ୍ବର ୨୪ ଶନିବାର ଓଲିଉଡ୍‌ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ଜନ୍ମଦିନ। ଏହି ଅବସରରେ ଅନୁଭବ ନିଜେ ସୋସିଆଲ ମିଡିଆରେ...

୬୫ତମ ଫିଲ୍ମ ଫେୟାର ଆଓ୍ବାର୍ଡ: ଓ୍ବାର, ଉରି ସମେତ ଏହି ଫିଲ୍ମ ମାରିଲେ ବାଜି

ମୁମ୍ବାଇ: ୬୫ତମ ଆମାଜନ ଫିଲ୍ମଫେୟାର ଆଓ୍ବାର୍ଡ ୨୦୨୦ ଚଳିତ ଥର ଆସାମରେ ଫେବୃୟାରୀ ୧୫ରେ ଅନୁଷ୍ଠିତ ହେବ। ତେବେ ଏହି ଆଓ୍ବାର୍ଡ ସେରିମନି ପୂର୍ବରୁ ନୋମିନେଶନ୍‌...

ବିନା ଗଡ଼ଫାଦରରେ ବଲିଉଡ୍‌ରେ ପରିଚିତି…

ମୁମ୍ବାଇ, ୨୪।୬: ବଲିଉଡ୍‌ରେ ବହୁ ଅଭିନେତା ବଂଶବାଦ ଦ୍ୱାରା ପରିଚିତି ହାସଲ କରିଥିବାବେଳେ ଏଭଳି କେତେକ ଷ୍ଟାର ଅଛନ୍ତି ଯେଉଁମାନେ କୌଣସି ଗଡ଼ଫାଦରଙ୍କ ସହାୟତା ବିନା...

ସବୁଠାରୁ ଧନୀ ହିମେଶ କେବେ ହେବାକୁ ଚାହୁଁ ନ ଥିଲେ ଗାୟକ, କେବଳ ଏହି କାରଣ ପାଇଁ…

ବଲିଉଡ୍‌ ଗାୟକ ହିମେଶ ରେଶମିଆ ଅନେକ ହିଟ୍‌ ଗୀତ ଗାଇଛନ୍ତି। ହେଲେ ଦିନ ଥିଲା ହିମେଶ କେବେ ବି ଗାୟକ ହେବାକୁ ଚାହୁଁ ନ ଥିଲେ।...

୩୯ରେ ରିୟା ସେନ : ବିବାହ ପୂର୍ବରୁ ଗର୍ଭବତୀ ଥିବା ନେଇ ହୋଇଥିଲା ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ସୁନ୍ଦରୀ ରିୟା ସେନ୍‌ ଶୁକ୍ରବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୮୧ ଜାନୁୟାରୀ ୨୪ରେ କୋଲକତାଠାରେ ଜନ୍ମଗ୍ରହଣ...

ପ୍ରଶଂସକଙ୍କୁ ବଡ଼ ସରପ୍ରାଇଜ୍‌ ଦେବେ ପବନଦୀପ-ଅରୁଣିତା

ଟିଭି ରିଏଲିଟି ଶୋ’ ଇଣ୍ଡିଆନ ଆଇଡଲ ୧୨ର ବିଜେତା ପବନଦୀପ ରାଜନ ଏବଂ ଶୋ’ର ପ୍ରଥମ ରନର୍‌ ଅପ ଅରୁଣିତା କାଞ୍ଜିଲାଲ ଏବେ ପୁଣି ଚର୍ଚ୍ଚାରେ।...

ଛାଡ଼ପତ୍ର ପରେ ମଧ୍ୟ ବଦଳିନାହିଁ ସମ୍ପର୍କ: ସୁଜୈନ ଏବଂ ପିଲାଙ୍କ ସହ ମୁଭି ଡେଟ୍‌ରେ ହ୍ରିତିକ୍‌

ମୁମ୍ବାଇ: ଅଭିନେତା ତଥା ସୁପରଷ୍ଟାର ହ୍ରିତିକ୍‌ ରୋଶନ ଜଣେ ଭଲ ଅଭିନେତା ସାଙ୍ଗକୁ ଭଲ ପୁତ୍ର ଏବଂ ପିତା ମଧ୍ୟ। ପିତା ରାକେଶ ରୋଶନଙ୍କ ସ୍ବାସ୍ଥ୍ୟ...

ପୁଣି ଥରେ ଆତ୍ମହତ୍ୟା କରିବେ ସୁଶାନ୍ତ

ମୁମ୍ବାଇ, ୩।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଧୀରେଧୀରେ ଅଧିକ ରହସ୍ୟମୟ ହେବାରେ ଲାଗିଛି। ଏବେ ବିହାର ପୋଲିସ ପକ୍ଷରୁ ସୁଶାନ୍ତଙ୍କର ଆତ୍ମହତ୍ୟା...

Advertisement
Archives

Model This Week