ହସ୍ପିଟାଲରେ ନୁସରତ: ପ୍ରେମିକଙ୍କ ସାଥୀରେ ରହିବାକୁ ଡାକ୍ତରଙ୍କୁ କଲେ ବିଶେଷ ନିବେଦନ

ବଙ୍ଗୀୟ ଅଭିନେତ୍ରୀ ତଥା ଟିଏମସି ଏମ୍‌ପି ନୁସରତ ଜାହାଁ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏବେ ତାଙ୍କୁ ପ୍ରସବ ପାଇଁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଗଷ୍ଟ ୨୬ରେ ସେ ଶିଶୁ ଜନ୍ମ ଦେଇପାରନ୍ତି। ତେବେ ଆଜିକାଲି ନୁସରତ୍‌ ୟଶ ଦାସ ଗୁପ୍ତାଙ୍କ ସହ ପ୍ରେମ ସମ୍ପର୍କରେ ଅଛନ୍ତି। ପ୍ରସବ ସମୟରେ ୟଶଙ୍କୁ ତାଙ୍କ ସହ ରହିବାକୁ ଅନୁମତି ଦେବା ପାଇଁ ନୁଶରତ ଡାକ୍ତରମାନଙ୍କୁ ଏକ ବିଶେଷ ନିବେଦନ କରିଛନ୍ତି।
ନୁଶରତ ୨୦୧୯ରେ ତୁର୍କୀରେ ନିଖିଲ ଜୈନଙ୍କୁ ବିବାହ କରିଥିଲେ। ପରେ ଚଳିତବର୍ଷ ଆରମ୍ଭମ୍ଭ ଉଭୟଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିଲା। ଫଳରେ ଏବେ ସେମାନେ ପରସ୍ପର ଅଲଗା ରହୁଛନ୍ତି। ନିଖିଲଙ୍କଠାରୁ ଅଲଗା ହେବା ପରେ ନୁସରତ ଏବେ ୟଶଙ୍କୁ ଡେଟ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣମାଧ୍ୟମ, ଫଟୋଗ୍ରାଫରଙ୍କୁ ଧନ୍ୟବାଦ ଜଣାଇଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଅନ୍ୟ ଅଭିନେତ୍ରୀମାନଙ୍କ ଅପେକ୍ଷା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ଅନୁଷ୍କା ସବୁବେଳେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା...

କୋହଲି କହିଲେ ‘ଆଇ ଲଭ୍‌ ୟୁ’; ଜବାବରେ…

ନୂଆଦିଲ୍ଲୀ, ୨୦।୧୧: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ଏବି ଡି’ଭିଲର୍ସ କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ନେଇ ଘୋଷଣା କରିଛନ୍ତି। ଦୀର୍ଘ ୧୭ ବର୍ଷ...

ଏବେ ବି ଆଇସିୟୁରେ ଅଛନ୍ତି ସୁରସମ୍ରାଜ୍ଞୀ ଲତା ମଙ୍ଗେସ୍‌କର, ଆରୋଗ୍ୟ କାମନା କଲେ ପ୍ରଶଂସକ

ମୁମ୍ବାଇ: ଭାରତରତ୍ନ ତଥା ସୁରସମ୍ରାଜ୍ଞୀ ଲତା ମଙ୍ଗେସକର ଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ...

ପ୍ରଲୋଭନରେ ଅନୁବାଦ କରେନାହିଁ

ଉଭୟ ଓଡ଼ିଆ ଏବଂ ହିନ୍ଦୀ ସାହିତ୍ୟ ଜଗତ ପାଇଁ ତାଙ୍କ ଅବଦାନ ବେଶ୍‌ ଅଧିକ। କ୍ଲାସିକ୍‌ ସାହିତ୍ୟରୁ ଆରମ୍ଭକରି ସମକାଳୀନ ସାହିତ୍ୟ ପର୍ଯ୍ୟନ୍ତ, ସବୁ ସମୟର...

ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ବଲିଉଡର ଲୋକପ୍ରିୟ ଅଭିନେତା ଅମିତ ମିସ୍ତ୍ରୀଙ୍କ ପରଲୋକ ଘଟିଛି। ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ଅମିତ ଅନେକ ଗୁଜୁରାଟୀ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ।...

ରାଗିଲେ ପରିଣିତି

ମୁମ୍ବାଇ,୧୭।୧୨: ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଆଲୋଚନା ଚାଲିଥିବା ବେଳେ ଅନେକ ଭାଗରେ ହିଂସା ସୃଷ୍ଟି ହୋଇଛି। ଏହି ଆଇନକୁ ଅନେକ...

ଚରିତ ଦେଶାଇଙ୍କୁ ନେଇ କ’ଣ କହିଲେ ପରିଣିତି

ମୁମ୍ବାଇ: ବଲିଉଡ୍‌ ନାୟିକା ପରିଣିତି ଚୋପ୍ରା ଏବେ ତାଙ୍କ ଅପ୍‌କମିଂ ଫିଲ୍ମ ପାଇଁ ଖୁବ୍‌ ବିଜି। ସାଇନା ନେହଓ୍ବୋଲଙ୍କ ବାୟୋପିକ୍‌ରେ କାମ କରୁଥିବାରୁ ସେ ଏହାକୁ...

ବିବାହ ବାର୍ଷିକୀ ପାଇଁ ପ୍ରସ୍ତୁତ ହେଲେଣି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେଠାରୁ ତାଙ୍କ ବିବାହ ବାର୍ଷିକୀ ପାଇଁ ପ୍ରସ୍ତୁତ ହେଲେଣି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ଦ ସ୍କାଏ...

Advertisement
Archives

Model This Week