ପୁଅର ବାପା ବିଷୟରେ ପଚରାଯିବାରୁ ନୁଶରତ୍‌ କହିଲେ…

ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ତଥା ଲୋକ ସଭା ଏମ୍‌ପି ନୁଶରତ ଜାହାଁ ନିକଟରେ ପୁତ୍ର ସନ୍ତାନର ମା’ ହେବାର ସୌଭାଗ୍ୟ ଲାଭ କରିଥିଲେ। ଏହାପରେ ତାଙ୍କୁ ପ୍ରଶଂସକଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟି ଥିଲା। କିନ୍ତୁ ପୁଅ ବାପା କିଏ ସେନେଇ ମଧ୍ୟ ସୋସିଆଲ ମିଡିଆରେ ଏବେ ବି ଚର୍ଚ୍ଚା ଲାଗିରହିଛି। ନିକଟରେ ଯେତେବେଳେ ଏବେ ନୁଶରତଙ୍କୁ ପୁଣି ଥରେ ପୁଅର ବାପା ବିଷୟରେ ପ୍ରଶ୍ନ କରାଯାଇଥିଲା। କୋଲକାତାରେ ଏକ କାର୍ଯ୍ୟକ୍ରମ ସମୟରେ ଜଣେ ସାମ୍ବାଦିକ ନୁଶରତଙ୍କୁ ତାଙ୍କ ସାଥୀ ତଥା ଶିଶୁର ପିତାଙ୍କ ବିଷୟରେ ପଚାରିଥିଲେ। ସେ କହିଥିଲେ,ମୁଁ ଭାବୁଛି ଏହା ଏକ ଅର୍ଥହୀନ ପ୍ରଶ୍ନ। ବାପା ବିଷୟରେ ପଚାରିବା ମହିଳାଙ୍କ ଚରିତ୍ର ଉପରେ କଳା ଦାଗ ଲଗାଇବା ପରି। ଶିଶୁର ବାପା କିଏ ସେ କଥା ତାଙ୍କ ବାପା ହିଁ ଜାଣନ୍ତି। ଆମେ ଏକତ୍ର ପିଲାଟିକୁ ବହୁତ ଭଲ ଭାବରେ ବଢାଉଛୁ। ୟଶ (ଦାସଗୁପ୍ତା) ଏବଂ ମୁଁ ଏକାଠି ଭଲ ସମୟ କଟାଉଛୁ। ଅନ୍ୟପକ୍ଷରେ, କେବେ ପୁଅର ଝଲକ ଦେଖାଇବେ ବୋଲି ପଚରାଯିବାରୁ ନୁଶରତ ଉତ୍ତର ଦେଇଛନ୍ତି, ତୁମେ ତାଙ୍କ ବାପାଙ୍କୁ ପଚାର। ସେ କାହାକୁ ଦେଖା କରିବାକୁ ଦିଅନ୍ତି ନାହିଁ।
ଗତ ବର୍ଷ ଠାରୁ ଅଭିନେତା ଯଶ ଦାସଗୁପ୍ତାଙ୍କ ସହ ନୁଶରତଙ୍କ ସମ୍ପର୍କ ରହିଛି। ୨୦୨୦ରୁ ନୁଶରାଟ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କଠାରୁ ଅଲଗା ରହୁଛନ୍ତି। ୨୦୧୯ରେ ତୁର୍କୀରେ ନୁଶରତ ଏବଂ ନିଖିଲ ବିବାହ କରିଥିଲେ। ଏହାର କିଛି ଦିନ ପରେ ସେମାନଙ୍କ ମଧ୍ୟରେ ଝଗଡା ହୋଇ ଅଲଗା ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri