ଦେବୀ ଦୁର୍ଗା ସାଜି ଫଟୋଶୁଟ୍‌ କଲେ ଏହି ସୁନ୍ଦରୀ ରାଜନେତ୍ରୀ

ଲୋକସଭା ସଦସ୍ୟା ତଥା ଅଭିନେତ୍ରୀ ନୁସରତ ଜାହାନ କୌଣସି ନା କୌଣସି କଥାକୁ ନେଇ ସବୁ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ କ୍ରମାଗତ ଭାବେ ନିଜର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ତାକୁ ପ୍ରଶଂସକମାନେ ପସନ୍ଦ ମଧ୍ୟ କରିଥାନ୍ତି। ଏବେ ପୁଣିଥରେ ସେ ନିଜ ଫଟୋକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି।
ନିକଟରେ ନୁସରତ ନିଜର କିଛି ଫଟୋ ଏବଂ ଭିଡିଓ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ତେବେ ଖାସ୍‌ କଥା ହେଲା, ଏହି ଫଟୋରେ ସେ ମା’ ଦୁର୍ଗା ସାଜିଥିବା ଦେଖିବାକୁ ମିଳୁଛି। ହାତରେ ତ୍ରିଶୂଳ ଧରି ମା’ ଦୁର୍ଗା ଅବତାରେ ତାଙ୍କୁ ଦେଖିବାକୁ ମିଳୁଛି। ତାଙ୍କର ଏହି ଲୁକ୍‌କୁ ପ୍ରଶଂସକ ପସନ୍ଦ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବି ମଧ୍ୟବିତ୍ତ ଶ୍ରେଣୀର, ଚାପ ବୁଝିପାରୁଛି: କେନ୍ଦ୍ର ଅର୍ଥମନ୍ତ୍ରୀ

ନୂଆଦିଲ୍ଳୀ,୧୫।୧: ଆସନ୍ତା ଫେବୃଆରୀ ୧ରେ ଦେଶର ବଜେଟ ଉପସ୍ଥାପିତ ହେବ। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳାଳା ସୀତାରମଣ ନିଜ ପ୍ରତିକ୍ରିୟା ରଖିଛନ୍ତି। ଏଥର ବଜେଟ୍‌ଷର ସେ ସାଧାରଣ...

ମୁଁ ବ୍ରାହ୍ମଣ, ଏନକାଉଣ୍ଟର ହୋଇଯିବ କହୁଥିବା ବିଧାୟକ ଗିରଫ

ଲକ୍ଷ୍ନୌ,୧୪।୮: ଉତ୍ତରପ୍ରଦେଶର ଜ୍ଞାନପୁର ବିଧାୟକ ବିଜୟ ମିଶ୍ର ଗିରଫ ହୋଇଛନ୍ତି। ତାଙ୍କୁ ମଧ୍ୟପ୍ରଦେଶର ଆଗର ଜିଲାର ମାଲଓ୍ବାରୁ ତାଙ୍କୁ ଗିରଫ କରାଯାଇଛି। ନିକଟରେ ବିଜୟ ଏକ...

ଏହି ରାଜ୍ୟରେ ମୁସଲମାନ ବିବାହରେ ଆଧାର କାର୍ଡ ଜରୁରୀ…

ହାଇଦ୍ରାବାଦ,୨୫।୧୨ : ନାବାଳିକା ମୁସଲମାନ ଝିଅମାନଙ୍କ ବିବାହ କରୁଥିବା କାଜୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତେଲେଙ୍ଗାନା ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ତରଫରୁ...

ଡିସେମ୍ବର ୨୧ରେ ଭାରତ-ଚାଇନା ସୀମା ଆଲୋଚନା

ନୂଆଦିଲ୍ଲୀ,୮।୧୨: ଭାରତ-ଚାଇନା ସୀମା ସମସ୍ୟା ସମ୍ପର୍କିତ ଆଲୋଚନା ଡିସେମ୍ବର ୨୧ରେ ସମ୍ପନ୍ନ ହେବ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆୟୋଜିତ ଆଲୋଚନାରେ ଭାରତୀୟ...

ଟ୍ରୋଲିଂ ପରେ ଓଜନ କମାଇ ଚର୍ଚ୍ଚାରେ ବ୍ରହ୍ମାଣ୍ଡ ସୁନ୍ଦରୀ

ବମ୍ବେ: ବ୍ରହ୍ମାଣ୍ଡ ସୁନ୍ଦରୀ ହେବାର ତିନି ମାସ ପରେ ମୋଟା ହୋଇଯିବାକୁ ନେଇ ଟ୍ରୋଲ ହୋଇଥିଲେ ହରନାଜ୍‌ ସାନ୍ଧୁ। ଟ୍ରୋଲିଂକୁ ନେଇ ସେ କଡ଼ା ଜବାବ...

‘ସ୍ନେହ ଯାତ୍ରା’ ଆରମ୍ଭ କରିବାକୁ କାର୍ଯ୍ୟକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦ୍‌,୩।୭: ହାଇଦ୍ରାବାଦରେ ଭାଜପାର ଦୁଇଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗ ଦେଇ ହାଇଦ୍ରାବାଦକୁ ଭାଗ୍ୟ ନଗର...

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼: ୮ ଆହତ

ଶ୍ରୀନଗର,୨।୧: ଜମ୍ମୁ-କଶ୍ମୀରର ପୁଲଓ୍ବାମାର ତ୍ରାଲ୍‌ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୮ ସାଧାରଣ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର...

ଆରମ୍ଭ ହେବ ‘କୌନ ବନେଗା କରୋଡ ପତି’ର ଶୁଟିଂ !

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ଦେଶରେ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ କେବଳ ଜରୁରୀକାଳିନ ସେବାକୁ ବାଦ୍‌ ଦେଲେ ବାକି ସମସ୍ତ କାର୍ଯ୍ୟ ଏକ ପ୍ରକାର...

Advertisement
Archives

Model This Week