ଇସ୍ରାଏଲ୍‌ରୁ ସୁରକ୍ଷିତ ଭାବେ ଘରକୁ ଫେରୁଛନ୍ତି ନୁଶ୍‌ରତ

ମୁମ୍ବାଇ: ଇସ୍ରାଏଲ୍‌ ଉପରେ ହମାସ୍‌ ଆତଙ୍କବାଦୀ ଆକ୍ରମଣ କରିବାରୁ ଅନେକ ଲୋକ ମୃତାହତ ହୋଇଛନ୍ତି। ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଇସ୍ରାଏଲରେ ଫସି ରହିଥିବା ବଲିଉଡ୍‌ ଅଭିନେତ୍ରୀ ନୁଶ୍‌ରତ ଭାରୁଚା ଇସ୍ରାଏଲ୍‌ ଛାଡ଼ିଛନ୍ତି। ଖୁବ୍‌ଶୀଘ୍ର ସେ ଭାରତରେ ପହଞ୍ଚିବେ ବୋଲି ତାଙ୍କ ମା’ ତସ୍‌ନିମ୍‌ କହିଛନ୍ତି। ସେ କହିଛନ୍ତି, ତାଙ୍କ ଝିଅ ସୁରକ୍ଷିତ ଅଛନ୍ତି।

Nushrratt Bharuccha was in Israel to attend a film festival

ରବିବାର ପିଟିଆଇ ସୂତ୍ରରୁ ପ୍ରକାଶ ଯେ, ଇସ୍ରାଏଲ୍‌ରୁ ନୁଶ୍‌ରତଙ୍କୁ ଛଡ଼ାଯିବା ଖବର ପ୍ରକାଶ ପାଇବା ପରେ ତାଙ୍କ ପ୍ରକାଶକ ଏହାକୁ ଶେୟାର କରିଛନ୍ତି। ସେ ସେପ୍ଟେମ୍ବର ୨୮ରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ହାଇଫା ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବରେ ଯୋଗଦେବା ପାଇଁ ଇସ୍ରାଏଲ ଯାଇଥିଲେ। ପିଟିଆଇ ରିପୋର୍ଟ କରିଛି, ‘ଆମେ ଶେଷରେ ନୁଶ୍‌ରତଙ୍କ ସହ ଯୋଗାଯୋଗ କରିବାରେ ସଫଳ ହୋଇଛୁ ଏବଂ ଦୂତାବାସ ସହାୟତାରେ ତାଙ୍କୁ ନିରାପଦରେ ଘରକୁ ଫେରାଇ ଅଣାଯାଉଛି। ସେ ବର୍ତ୍ତମାନ ବିମାନ ଯୋଗେ ଆସୁଛନ୍ତି। ଖୁବ୍‌ଶୀଘ୍ର ଭାରତରେ ପହଞ୍ଚିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri