Posted inଖେଳ

ନଟ୍‌ ୟେଟ୍‌ ଏଫ୍‌ସି ଚାମ୍ପିୟନ୍‌

ଭୁବନେଶ୍ୱର, ୧୧।୭(ସରୋଜ ଜେନା): ଓଡ଼ିଶା ଫୁଟ୍‌ବଲ୍‌ କ୍ଲବ(ଓଏଫ୍‌ସି) ପକ୍ଷରୁ ଆୟୋଜିତ ସିକ୍ସ ଏ ସାଇଡ୍‌ ଫୁଟସାଲ୍‌ ଟୁର୍ନାମେଣ୍ଟରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ନଟ୍‌ ୟେଟ୍‌ ଏଫ୍‌ସି। ରିଲାଏନ୍ସ ଫାଉଣ୍ଡେଶନ୍‌ ଓ ରୋଲରନଟ୍ସ ଏଫ୍‌ସି ଆନୁକୂଲ୍ୟରେ ଏଜି କଲୋନିରେ ଏହି ଟୁର୍ନାମେଣ୍ଟ ଜୁଲାଇ ୭ରୁ ୯ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସମଗ୍ର ରାଜ୍ୟରୁ ୩୨ ଦଳ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚ୍‌ରେ ନଟ୍‌ ୟେଟ୍‌ ଏଫ୍‌ସି ୩-୧ ଗୋଲରେ ଭୁବନେଶ୍ୱର ଦଳକୁ ପରାସ୍ତ କରିଥିଲା। ଓଡ଼ିଶାରେ ଯୁବ ଫୁଟବଲ ପ୍ରତିଭାଙ୍କୁ ସୁଯୋଗ ଦେବା ପାଇଁ ଏଭଳି ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ଓଏଫସି ପକ୍ଷରୁ କୁହାଯାଇଛି। ଓ୍ବାର୍ଡ ନମ୍ବର୨୮ର କର୍ପୋରେଟର ଝରଣା ରାଣୀ ପତି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri