ଏହି ସବୁ ସମସ୍ୟାରୁ ମୁକ୍ତି ଦିଏ ଜାଇଫଳ

ସ୍ବାସ୍ଥ୍ୟ ହିଁ ସମ୍ପଦ। ନିଜକୁ ସୁସ୍ଥ ରଖିବା ଲାଗି ମଣିଷ ସର୍ବଦା ତତ୍ପର। ତେବେ ଏପରି କିଛି ଜିନିଷ ଅଛି, ଯାହାକୁ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ। ସେହିପରି ଜାଇଫଳ ମଧ୍ୟ ଗୁଣକାରୀ ଏବଂ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହା ଶରୀରକୁ କାର୍ଯ୍ୟକ୍ଷମ କରିବା ସହିତ ପାଚନ ପ୍ରକ୍ରିୟା ସୁଦୃଢ଼ କରିଥାଏ।

-ନିଦ୍ରାହୀନତା ଭଳି ବଡ଼ ସମସ୍ୟାରୁ ଜାଇଫଳ ମୁକ୍ତି ଦେଇଥାଏ। ଇନ୍‌ସୁମାନିଆ ଏପରି ଏକ ରୋଗ, ଯେଉଁଥିରେ ବାରମ୍ବାର ନିଦ ଭାଙ୍ଗିବା ସମସ୍ୟା ଦେଖାଯାଇଥାଏ। ପ୍ରାୟ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଇଥାଏ। ଜାଇଫଳ ଖାଇବା ଦ୍ୱାରା ଶରୀରରେ ସେରୋଟୋନିନ୍‌ ହର୍ମୋନ ବଢ଼ିଥାଏ, ଯାହା ଅନେକ ପ୍ରକାର ଚିନ୍ତାରୁ ମୁକ୍ତି ଦେଇଥାଏ। ଜାଇଫଳ ଖାଇବା ଫଳରେ ଏହି ସମସ୍ୟା ମଧ୍ୟ ଦୂରେଇ ଯାଇଥାଏ।

-ଶରୀରକୁ ସୁସ୍ଥ ରଖି କାର୍ଯ୍ୟକ୍ଷମ କରାଏ ଜାଇଫଳ।

ବ୍ୟବହାର
ଏହାର ଗୁଣ୍ଡକୁ ଚା’ ରେ ମିଶାଇ ପିଇବା ସହ ରାତିରେ କ୍ଷୀରରେ ପକାଇ ପିଇପାରିବେ। ଏପରି କରିବା ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ମସଲା ଭାବେ ମଧ୍ୟ ଖାଦ୍ୟରେ ଗ୍ରହଣ କରିପାରିବେ। ଏହା ଦ୍ୱାରା ଖାଦ୍ୟର ସ୍ବାଦ ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ଟି ଜିନିଷରେ ଖର୍ଚ୍ଚ କଲେ ବଢ଼େ ଧନ: ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟ ନିଜର ‘ଚାଣକ୍ୟ ନୀତି’ରେ ଜୀବନର ବିଭିନ୍ନ ସ୍ଥିତିକୁ ନେଇ ନୂଆ ବିଚାରଧାରା ସମ୍ପର୍କରେ ସୂଚନା ଦେଇଛନ୍ତି। କୁହାଯାଏ ଜୀବନ ସହ ଜଡ଼ିତ ସମସ୍ତ...

ଡାଇବେଟିସ୍‌ ରୋଗୀଙ୍କ ପାଇଁ

ଯଦି ଆପଣ ଡାଇବେଟିସ୍‌ ଦ୍ୱାରା ଆକ୍ରାନ୍ତ ତେବେ କେତୋଟି ବିଷୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାକୁ ପଡିଥାଏ। ଖାଦ୍ୟପେୟ ବ୍ୟତୀତ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଆପଣଙ୍କ...

ରାନୀ ପାଲକ

ପର୍ଯ୍ୟଟନ ସହର ପୁରୀର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟରେ ଭିନ୍ନ ଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତ ହେଉଛି। କିନ୍ତୁ ଯେଉଁଠି ସୁସ୍ବାଦୁ ଖାଦ୍ୟ ସେଇଠି ଗ୍ରାହକଙ୍କ ଭିଡ଼।...

ସକାଳେ ଅଧୁଆ ମୁହଁରେ ପିଅନ୍ତୁ ଗ୍ଲାସେ ବାସି ପାଣି; ମିଳିବ ଏସବୁ ଫାଇଦା…

ସକାଳେ ଶଯ୍ୟାତ୍ୟାଗ ପରେ ଏକ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ହୋଇଥାଏ । କେତେକ ଏହାକୁ ଉଷାପାନ କୁହନ୍ତି। ମୁହଁ ନ ଧୋଇ...

ତ୍ୱଚାରେ ଆସିବ ଚମକ

କ୍ଷୀରରେ କେତେ ପ୍ରକାର ଗୁଣ  ରହିଛି । ଏହା ଆପଣଙ୍କ ସ୍ବାସ୍ଥ୍ୟ ସହ ସୌନ୍ଦର୍ଯ୍ୟରେ ଚମକ ଆଣିଥାଏ। ଏମିତିରେ ମହିଳାମାନେ ସୁନ୍ଦର ଦେଖାଯିବା ପାଇଁ କେତେକ’ଣ...

ପୁରୁଣା ଶାଢ଼ିରେ ନୂଆ ଲୁକ୍‌

ଆପଣଙ୍କ ପାଖରେ ସିଫନ୍‌ର ଶାଢ଼ି ଅଛି ଏବଂ ଆପଣ ତାହା ବ୍ୟବହାର କରୁ ନାହାନ୍ତି ତେବେ ତାକୁ ଅନାରକଲୀ ଷ୍ଟାଇଲ୍‌ କିମ୍ବା ଅନ୍ୟ ଡିଜାଇନ୍‌ କୁର୍ତ୍ତା...

ପୃଥିବୀର ସୁରକ୍ଷା

ଅନନ୍ତ ଅନ୍ତରୀକ୍ଷରେ ଆମର ପୃଥିବୀ ଏକମାତ୍ର ଗ୍ରହ ଯେଉଁଠି ଜୀବନ ସମ୍ଭବ ହୋଇଛି। ପୃଥିବୀରେ ଜୀବନ ବଞ୍ଚତ୍ବା ପାଇଁ କିଛି ଅନୁକୂଳ ପରିବେଶ ରହିଛି ଯାହା...

ମେକ୍ସିକାନ୍‌ ଫ୍ରାଏଡ୍‌ ରାଇସ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ଭାତ, ୧/୪ କପ୍‌ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍‌ମା, ଗୋଟିଏ କଟା ପିଆଜ,...

Advertisement
Archives

Model This Week