କର୍ଲାମୁଣ୍ଡାରେ ନୂଆଖାଇ ପର୍ବ ପାଳିତ

କର୍ଲାମୁଣ୍ଡା,୨୦ା୯(ପ୍ରଦୀପ କୁମାର ସାହୁ): ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ବୁଧବାର ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗ୍ରାମବାସୀଙ୍କ ଉଦ୍ୟମରେ ଲୋକେ ରାଗରୁଷା ଭୁଲି ଏକାଠି ବସି ସମସ୍ତେ ନବାନ୍ନ ଭକ୍ଷଣ କରିଛନ୍ତି। ଅଧିକାଂଶ ଗ୍ରାମରେ ନୂଆଖାଇ ଭେଟଘାଟ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ସେହିପରି ବ୍ଲକର ଭୋଇରମୁଣ୍ଡା, ତେରେସିଙ୍ଗା ଗ୍ରାମରେ ଗ୍ରାମବାସୀ ଏକତ୍ରିତ ହୋଇ ନୂଆଖାଇ ଭେଟଘାଟ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri