Posted inଖେଳ

ବିଳମ୍ବ ପାଇଁ ଚାଲିଗଲା ଉଇକେଟ

କାନପୁର,୨୮।୧୧: ସ୍ଥାନୀୟ ଗ୍ରୀନ ପାର୍କଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟକୁ ଜିତିବା ପାଇଁ ଅନ୍ତିମ ଦିନରେ ଭାରତକୁ ୯ ଉଇକେଟ ଦରକାର। ମ୍ୟାଚ୍‌ର ଚତୁର୍ଥ ଦିନରେ ଅନ୍ତିମ ୪ ଓଭର ମଧ୍ୟରେ ନ୍ୟୁଜିଲାଣ୍ଡକୁ ଓ୍ବିଲ ୟଙ୍ଗ ରୂପେ ପ୍ରଥମ ଝଟକା ଲାଗିଥିଲା। ୩ୟ ଓଭରର ଅନ୍ତିମ ବଲରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ବଲ ପ୍ରଥମ ଇନିଂସରେ ଅଳ୍ପକେ ଶତକରୁ ବଞ୍ଚିତ ହୋଇଥିବା ୟଙ୍ଗଙ୍କ ଫ୍ରଣ୍ଟ ପ୍ୟାଡରେ ବାଜିଥିଲା। ଅଶ୍ୱିନ ଏଲବିଡବ୍ଲ୍ୟୁ ଅପିଲ କରିବା ପରେ ଏହାକୁ ଆଉଟ୍‌ ଦେଇଥିଲେ ଫିଲ୍ଡ ଅମ୍ପାୟର ବୀରେନ୍ଦ୍ର ଶର୍ମା। ଅମ୍ପାୟରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବା ପାଇଁ ନ୍ୟୁଜିଲାଣ୍ଡ ପାଖରେ ୩ଟି ରିଭ୍ୟୁ ମଧ୍ୟ ଥିଲା। ଏହାକୁ ବ୍ୟବହାର କରିବା ପାଇଁ ୟଙ୍ଗ ରିଭ୍ୟୁ ପାଇଁ ଇଙ୍ଗିତ ମଧ୍ୟ କରିଥିଲେ। କିନ୍ତୁ ସେତେବେଳକୁ ରିଭ୍ୟୁ ନିମନ୍ତେ ଧାର୍ଯ୍ୟ ୧୫ ସେକେଣ୍ଡ୍‌ ସମୟସୀମା ପାର ହୋଇସାରିଥିବା ଟିମ୍‌ ଇଣ୍ଡିଆ ଅଧିନାୟକ ଅଜିଙ୍କ୍ୟ ରାହାନେ ଓ ଅଶ୍ୱିନ ଅମ୍ପାୟରଙ୍କୁ ଜଣାଇଥିଲେ। ଫଳରେ ୟଙ୍ଗ ରିଭ୍ୟୁ ନେଇପାରି ନ ଥିଲେ। ମାତ୍ର ରିପ୍ଲେରୁ ଜଣାପଡ଼ିଥିଲା ଯେ, ବଲ ଲେଗ୍‌ ଷ୍ଟମ୍ପର ଖୁବ୍‌ ବାହାରେ ଥିଲା। ଏହା କୌଣସି ମତେ ଆଉଟ୍‌ ହୋଇ ନ ଥାନ୍ତା।

 

https://twitter.com/RISHItweets123/status/1464912823885045761?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1464912823885045761%7Ctwgr%5E%7Ctwcon%5Es1_&ref_url=https%3A%2F%2Fwww.cricketnmore.com%2Fcricket-news%2Fwill-young-loses-his-wicket-to-ravichandran-ashwin-after-taking-late-review-88818


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?