Posted inଖେଳ

ସେମିଫାଇନାଲ ଆଶା ଉଜ୍ଜୀବିତ ରଖିଲା ନ୍ୟୁଜିଲ୍ୟାଣ୍ଡ, ୫ ଉଇକେଟ୍‌ରେ ଶ୍ରୀଲଙ୍କାକୁ କଲା ପରାସ୍ତ

ଚେନ୍ନାଇ,୯।୧୧: ବିଶ୍ୱକପର ୪୧ ତମ ମ୍ୟାଚ ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଗୁରୁବାର ନ୍ୟୁଜିଲ୍ୟାଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ ଖେଳାଯାଇଛି। ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଶ୍ରୀଲଙ୍କାକୁ ୫ ଉଇକେଟ୍‌ରେ ହରାଇ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ୨୩.୨ ଓଭରରେ ୫ ଉଇକେଟ୍‌ ହରାଇ ନ୍ୟୁଜିଲ୍ୟାଣ୍ଡ ୧୭୨ ରନ ଲକ୍ଷ୍ୟ ହାସଲ କରିଛି। ବିଶ୍ୱକପର ଏହା ହେଉଛି ନ୍ୟୁଜିଲ୍ୟାଣ୍ଡର ପଞ୍ଚମ ବିଜୟ। ନ୍ୟୁଜିଲ୍ୟାଣ୍ଡର ନେଟ ରନ ହାର ବହୁତ ଭଲ ରହିଛି। ଯଦିଓ ଶେଷ ମ୍ୟାଚରେ ପାକିସ୍ତାନ କିମ୍ବା ଆଫଗାନିସ୍ତାନ ଜିତନ୍ତି, ତେବେ ନେଟ ରନ ହାର ଦୃଷ୍ଟିରୁ ନ୍ୟୁଜିଲ୍ୟାଣ୍ଡକୁ ଅତିକ୍ରମ କରିବା ଅସମ୍ଭବ ଅଟେ। ସେମିଫାଇନାଲରେ ନ୍ୟୁଜିଲ୍ୟାଣ୍ଡ ଭାରତ ସହ ମୁକାବିଲା କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri