Posted inଖେଳ

‘ଆଇସିସି ବୈଠକରେ ନ୍ୟୁଜିଲାଣ୍ଡ ସହ କଥା ହେବୁ’

କରାଚୀ,୧୮।୯: ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ପୂରା ଗସ୍ତ ବାତିଲ କରିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ରମିଜ ରାଜା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନିକଟରେ ଏ ପ୍ରସଙ୍ଗ ଉଠାଯିବ ବୋଲି ସେ କହିଛନ୍ତି।

”ଆମ ଖେଳାଳି ଓ ପ୍ରଶଂସକଙ୍କ ଲାଗି ମୁଁ ଦୁଃଖିଦ। ସୁରକ୍ଷାଗତ କାରଣ ଦର୍ଶାଇ ଗସ୍ତରୁ ଓହରିଯିବା ନ୍ୟୁଜିଲାଣ୍ଡର ଏକତରଫା ନିଷ୍ପତ୍ତି। ଏହା ଆମକୁ ନିରାଶ କରିଛି। କାରଣ ଏ ସମ୍ପର୍କରେ ଆମ ସହିତ କୌଣସି ଆଲୋଚନା କରାଯାଇ ନ ଥିଲା। ଆଇସିସି ବୈଠକରେ ନ୍ୟୁଜିଲାଣ୍ଡ ସହ କଥା ହେବୁ“ ବୋଲି ପିସିବି ମୁଖ୍ୟ ଟୁଇଟ୍‌ କରି ନିଜ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ତେବେ ଆଇସିସିର ଅଧ୍ୟକ୍ଷ ପଦରେ ଅଛନ୍ତି ନ୍ୟୁଜିଲାଣ୍ଡର ଗ୍ରେଗ ବାର୍କଲେ। ତେଣୁ ଆଇସିସି ପାକିସ୍ତାନର ଏହି ଅସନ୍ତୋଷକୁ କେତେ ଗୁରୁତ୍ୱ ଦେଉଛି ତାହା ଦେଖିବା ବାକି ରହିଲା। ଏହି ସିରିଜ ବାତିଲ ହେବା ଫଳରେ ପିସିବି ପାଖାପାଖି ୨୦୦ କୋଟି ଟଙ୍କା କ୍ଷତି ସହିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri