ଭାଜପା ନେତା ଜଗନ୍ନାଥଙ୍କ ଗିରଫ ପରେ ଆନ୍ଦୋଳନରୁ ହଟିଲା OAS ସଂଘ

ଭୁବନେଶ୍ୱର,୩।୭: ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ପୋଲିସ ଗିରଫ କରିଛି। ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାରେ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଗିରଫ ପରେ ଜଗନ୍ନାଥଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ଅନ୍ୟପକ୍ଷେ ଭାଜପା ନେତା ଜଗନ୍ନାଥଙ୍କୁ ଗିରଫ ପରେ ଆନ୍ଦୋଳନରୁ ହଟିଛି OAS ସଂଘ। ଏନେଇ OAS ସଂଘ ସଭାପତି ଜ୍ୟୋତି ମିଶ୍ର ସୂଚନା ଦେଇଛନ୍ତି। ଭାଜପା ନେତା ଜଗନ୍ନାଥଙ୍କ ଗିରଫଦାରୀକୁ ବିରୋଧ କରି ତାଙ୍କ ସମର୍ଥକମାନେ ଗୁରୁବାର ରାତିରେ ଭୁବନେଶ୍ୱରର ବାଣୀବିହାର ଛକରେ ଜାତୀୟ ରାଜପଥ ଅବରୋଧ କରି ଜୋରଦାର ପ୍ରତିବାଦ କରିଛନ୍ତି। ଏହି ଅବରୋଧ ଯୋଗୁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ...

କାର୍‌-ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି।...

ଔଷଧ ଦୋକାନରୁ ଚୋରି: ସନ୍ଧାନୀ କୁକୁର ତଦନ୍ତ କରି ଫେରିଲା

ଭଞ୍ଜନଗର, ୧୪/୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମରେ ଶନିବାର ରାତିରେ ଚୋରି ହୋଇଛି। ଏନେଇ ସୋମବାର ଛତ୍ରପୁରରୁ ସାଇଣ୍ଟିଫିକ ଟିମ୍‌ ଏବଂ...

ଭାଜପାକୁ ଚେତାବନୀ ଦେଲେ ଓମାର ଅବଦୁଲ୍ଲା: କହିଲେ, କାଲି ଯଦି ନିର୍ବାଚନ ହୁଏ…

ଶ୍ରୀନଗର,୧୪।୭:ଜୁଲାଇ ୧୩ରେ ଶହୀଦ ଦିବସକୁ ନେଇ ଜମ୍ମୁ କଶ୍ମୀରରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଉଛି। ଶ୍ରୀନଗରର ଶହୀଦ କବରସ୍ଥାନରେ କାନ୍ଥ ଚଢ଼ି ପୋଲିସ ସହ ସଂଘର୍ଷର...

ଝାଡାବାନ୍ତି ଅଞ୍ଚଳରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗାଁରେ କିଛିଦିନ ହେଲା ଝାଡାବାନ୍ତି ଲାଗିରହିଥିଲା। ପ୍ରଭାବରେ ୩ଜଣ ମୃତ୍ୟୁ ହୋଇଛି। ସୋମବାର...

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍...

ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ  ମା’ବାପା: ପରେ…

ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri