ପ୍ରକାଶ ପାଇଲା ଓଏଏସ୍‌ ପରୀକ୍ଷା ଫଳ: ଟପର ତେଜସ୍ବିନୀ ବେହେରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ-୨୦୨୦ (ଓଏଏସ୍‌) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୯୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୪୮ ଜଣ ଓଡ଼ିଆ ଅଛନ୍ତି। ତେଜସ୍ବିନୀ ବେହେରା ଓଏଏସ୍‌ ଟପର ହୋଇଥିବା ବେଳେ ଶୁଭଙ୍କରୀ ସୁଦେଷ୍ଣା ଦାଶ ଦ୍ୱିତୀୟ ଓ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏଥିରେ ପ୍ରଥମ ୩ଟି ସ୍ଥାନ ଅଧିକାର କରିଛନ୍ତି ଛାତ୍ରୀ।

ସେହିପରି ଚତୁର୍ଥରେ ଦେବବ୍ରତ କର, ପଞ୍ଚମରେ ଦେବବ୍ରତ ମହାରଣା, ଷଷ୍ଠରେ ଅଭିସ୍ମିତା ତିୱାରୀ, ସପ୍ତମରେ ଶୁଭଶ୍ରୀ ରଥ, ଅଷ୍ଟମରେ ଶ୍ରୀତପା ମିଶ୍ର, ନବମରେ ବିବେକାନନ୍ଦ ଷଡ଼ଙ୍ଗୀ, ଦଶମରେ ତପତି ରାଜ, ଏକାଦଶରେ ପଙ୍କଜ କୁମାର ମହାନ୍ତ, ଦ୍ୱାଦଶରେ ତନ୍ମିତା କର ଓ ୧୩ ନମ୍ବରରେ ଅଭିଜିତ ଷଡ଼ଙ୍ଗୀ ରହିଛନ୍ତି।

ଅନ୍ୟପକ୍ଷେ୧୪ ନମ୍ବରରେ କସ୍ତୁରୀ ପଣ୍ଡା, ୧୫ରେ ବିଭୂପ୍ରସାଦ ସିଂହ, ୧୬ ରେ ବିଶ୍ୱଜିତ ପଣ୍ଡା, ୧୭ରେ ହରପ୍ରିୟା ପୃଷ୍ଟି, ୧୮ ରେ ରାମକୃଷ୍ଣ ସତ୍ୟରାଜ ଗୁରୁ, ୧୯ରେଅଣାକାର ନାୟକ, ୨୦ରେ ଲିତୁସ୍ମିତା ମିଶ୍ର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri