ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ୭ ଉପଜିଲାପାଳ ନିଯୁକ୍ତ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୩୦।୩(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ରବିବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୭ଜଣ ଓଏଏସ୍‌ ଅଧିକାରୀଙ୍କୁ ଉପଜିଲାପାଳ ଭାବେ ଏବଂ ଜଣଙ୍କୁ ଅତିରିକ୍ତ ଜିଲାପାଳ ଭାବେ ନିଯୁକ୍ତ କରାଯାଇଛି। ସେମାନଙ୍କ ମଧ୍ୟରେ ସମ୍ବଲପୁର କୁଚିଣ୍ଡା ଆଇଟିଡିଏ ପିଏଙ୍କୁ ବରଗଡ଼ ଉପଜିଲାପାଳ ଭାବେ ନିଯୁକ୍ତ କରାଯାଇଛି।

ସେହିପରି ଭୁବନେଶ୍ୱର ମହାନଗର ନିଗମର ଉପାୟୁକ୍ତ ଅଶୋକ କୁମାର ଦାସଙ୍କୁ ବଣାଇ ଉପଜିଲାପାଳ, ଦୟାସିନ୍ଧୁ ପରିଡ଼ାଙ୍କୁ ମୟୂରଭଞ୍ଜ କରଞ୍ଜିଆ ଉପଜିଲାପାଳ, ଯଦୁମଣି ନାଏକଙ୍କୁ ଜୟପୁର ଉପଜିଲାପାଳ, ଆଶିଷ ରଞ୍ଜନ ସାହୁଙ୍କୁ ତାଳଚେର ଉପଜିଲାପାଳ, ଅଜୟ ପ୍ରକାଶ ତିର୍କୀଙ୍କୁ ରାଇରଙ୍ଗପୁର ବାମନଘାଟି ଉପଜିଲାପାଳ, ମନସ୍ବିନୀ ଦାସଙ୍କୁ କଟକ ବାଙ୍କୀ ଉପଜିଲାପାଳ, ଖୋର୍ଦ୍ଧାର ପୂର୍ବତନ ବିଡିଓ କ୍ଷୀରବ୍ଧିତନୟା ସାହୁଙ୍କୁ ରାୟଗଡ଼ା ଉପଜିଲାପାଳ ଏବଂ ରାୟଗଡ଼ା ଉପଜିଲାପାଳ ଥିବା ରମେଶ କୁମାର ଜେନାଙ୍କୁ ବିଧାନସଭା ସଚିବାଳୟର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ସ୍ମୃତିରଞ୍ଜନ ମଲ୍ଲିକଙ୍କୁ ଭଦ୍ରକ ଅତିରିକ୍ତ ଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବିଜ୍ଞପ୍ତିରେ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri