ଓଏଏସ୍‌ ରେଜଲ୍ଟ ପ୍ରକାଶ

କଟକ,୩୧ା୭: ସୋମବାର ଓଡ଼ିଶା ସିଭିଲ ସର୍ଭିସ (ଓଏଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ସୁଦେବ କୁମାର ପୃଷ୍ଟି ଓଏଏସ୍‌ ଟପ୍ପର ହୋଇଥିବା ବେଳେ ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ ଓ ପ୍ରଣବ ରଞ୍ଜନ ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି ପରୀକ୍ଷାରେ ମୋଟ୍‌ ୪୩୨ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ଝିଅ ଓ ୫ ପୁଅ ରହିଛନ୍ତି।

ଶ୍ରେଷ୍ଠ ୧୦ ଜଣ ହେଲେ ସୁଦେବ କୁମାର ପୃଷ୍ଟି, ସୁଚିସ୍ମିତା ପାଣିଗ୍ରାହୀ, ପ୍ରଣବ ରଞ୍ଜନ ସାହୁ, ବୈଶାଖୀ ଲେଙ୍କା, ଶ୍ୱେତାଲିନା ମହାନା, ଅଗ୍ନିଜା ଶିବଦତ୍ତା, ସନ୍ତୋଷ କୁମାର ପାତ୍ର, ମୀମାଂସା ସାହୁ, ବିନ୍ଦୁବଳୟ ରାଉତରାୟ ଏବଂ ସୋମ୍ୟରଞ୍ଜନ ମହାପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ଯାଉଥିବା ବେଳେ ପିକଅପ୍ ଭ୍ୟାନ ଧକ୍କାରେ କଂଗ୍ରେସ ନେତାଙ୍କ ଦେହାନ୍ତ; ଅଞ୍ଚଳରେ ଶୋକ

ଭଞ୍ଜନଗର,୧୯।୧୧(ବାବୁଲା ପ୍ରଧାନ): ଭଞ୍ଜନଗରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ କଂଗ୍ରେସ ନେତାଙ୍କ ଦେହାନ୍ତ ହୋଇଛି । ଜଣାଶୁଣା କଂଗ୍ରେସ ନେତା ତଥା…

ସଫେଇ ଦେଲେ ଟିମ ଇଣ୍ଡିଆର ବ୍ୟାଟିଂ କୋଚ୍‌: ସିରାଜଙ୍କୁ ଦଳରୁ ବାଦ ଦେବାକୁ ନେଇ କହିଦେଲେ ଭିତିରି କଥା

ୱେଲିଂଟନ,୧୯।୧୧: ୱେଲିଂଟନ ଟେଷ୍ଟରେ ଭାରତୀୟ ଦଳର ପ୍ରଦର୍ଶନ ଅପେକ୍ଷା ଚୂଡ଼ାନ୍ତ ଏକାଦଶ ଚୟନକୁ ନେଇ ଅଧିକ ଚର୍ଚ୍ଚା ହେଉଛି। ପ୍ରଥମ ଟେଷ୍ଟରେ ରବୀନ୍ଦ୍ର ଜାଡେଜା ଓ ମହମ୍ମଦ…

ମହିଳା ଆଇଆଇସିଙ୍କ ମାନବିକତା, ବର୍ଷାରେ ଫସିଥିବା ଯାତ୍ରୀଙ୍କୁ ଉଦ୍ଧାର କରି…

ଗଞ୍ଜାମ,୧୯ା୧୧(ବିଦ୍ୟାଧର ସାହୁ): ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ବୁଧବାରଠାରୁ ଆରମ୍ଭ ହୋଇଛି ବର୍ଷା। ଲଗାଣ ବର୍ଷା ଯୋଗୁ ଘରୁ ବାହାରକୁ ବାହାରି ପାରୁନାହାନ୍ତି ଲୋକେ। ଏଭଳି ପରିସ୍ଥିତିରେ ଗଞ୍ଜାମ…

ଧନତେରସ୍ ପରଠାରୁ ୧୪ହଜାର ଶସ୍ତା ହେଲା ସୁନା, ୧ ଲକ୍ଷ ଟଙ୍କାକୁ ଖସିବ….

ନୂଆଦିଲ୍ଲୀ,୧୯।୧୧: ଦେଶର ଫ୍ୟୁଚର୍ସ ବଜାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୁନା ଦରରେ ଲଗାତାର ଚତୁର୍ଥ ଦିନ ପାଇଁ ହ୍ରାସ ଦେଖିବାକୁ ମିଳିଛି । ଧନତେରସ ପରଠାରୁ…

ଉପକୂଳମୁହାଁ ବାତ୍ୟା ‘ଅକ୍ୱାନ’: ମହାକାଳପଡ଼ାରେ ହାଇଆଲର୍ଟ, ଫେରିଘାଟ ବନ୍ଦ ସହ ଯୁଦ୍ଧକାଳୀନ ଭିତ୍ତିରେ…

ମହାକାଳପଡ଼ା,୧୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ଘନୀଭୂତ ବାତ୍ୟା ଅକ୍ୱାନ ଧିରେ ଧିରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ହୋଇ ଆଗକୁ ବଢୁଛି ବୋଲି ପାଣିପାଗ ବିଭାଗ ସତର୍କତା…

‘କ୍ରିକେଟ୍ ମରୁଛି’, ଶୋଏବ ଅଖତରଙ୍କ ବଡ଼ ବୟାନ; କହିଲେ ବୋତଲ ଢାଙ୍କୁଣିରେ…

ନୂଆଦିଲ୍ଲୀ,୧୯।୧୧: ପାକିସ୍ତାନର ପୂର୍ବତନ ଷ୍ଟାର୍ ଦ୍ରୁତ ବୋଲର ଶୋଏବ ଅଖତରଙ୍କ ଏକ ବୟାନକୁ ନେଇ କ୍ରିକେଟ୍ ଜଗତରେ ଚର୍ଚ୍ଚା ଆରମ୍ଭ ହୋଇଛି । କ୍ରିକେଟ୍ ଧୀରେ ଧୀରେ…

ଲାଞ୍ଚ ନେବାବେଳେ ଗୋଲାମୁଣ୍ଡା ତହସିଲଦାରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ, ଏତିକି ଟଙ୍କା ନେଇ…

ଗୋଲାମୁଣ୍ଡା,୧୯ା୧୧(ବଟକୃଷ୍ଣ ପଣ୍ଡା): ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ। ଗୁରୁବାର ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର…

ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ପ୍ରଶାସନର ବଡ଼ ପଦକ୍ଷେପ: ୨୧ ପର୍ଯ୍ୟନ୍ତ ଦୁଇଟି ଘାଟି ରାସ୍ତା ବନ୍ଦ କରି…

ଛତ୍ରପୁର,୧୯ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ପାହାଡ଼ିଆ ରାସ୍ତାରେ ଭୂସ୍ଖଳନ ଓ ପଥର ଖସିବା ଆଶଙ୍କା ଥିବାରୁ ଗଞ୍ଜାମ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?