ଓଏଏସ୍‌: ଭଦ୍ରକରୁ ସୁଚିସ୍ମିତା, କେନ୍ଦୁଝରରୁ ଶର୍ମିଷ୍ଠା

ଚାନ୍ଦବାଲି/ କେନ୍ଦୁଝର,୧୦।୧୦ (ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଭଦ୍ରକରୁ ସୁଚିସ୍ମିତା ଦାସ ଓ କେନ୍ଦୁଝରରୁ ଶର୍ମିଷ୍ଠା ସାହୁ କୃତିତ୍ୱ ହାସଲ ହାସଲ କରିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବାଲିଗଁା ପଞ୍ଚାୟତ କୁହ୍ଲି ଗ୍ରାମର ଶଶିକାନ୍ତ ଦାସଙ୍କ ଝିଅ ସୁଚିସ୍ମିତା ୨୫ ନଂ. ସ୍ଥାନରେ ରହି ନିଜ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ ୨୦୧୧ରେ ବ୍ଲକରେ ମାଟ୍ରିକ ଟପ୍ପର ହୋଇ ଗୌରବ ଅର୍ଜନ କରିଥିଲେ। ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌)ରେ ଯୋଗଦେବାକୁ ଉଦ୍ୟମ ଜାରି ରଖିଥିବା ସୁଚିସ୍ମିତା କହିଛନ୍ତି। କେନ୍ଦୁଝର ସହରର ଶର୍ମିଷ୍ଠା ୭୯ ର଼୍ୟାଙ୍କରେ ଅଛନ୍ତି। କେନ୍ଦୁଝର ସହରର ପବିତ୍ରଡିହାରେ ରହୁଥିବା ସୋମନାଥ ସାହୁ ଓ ଶାନ୍ତିଲତାଙ୍କ ଝିଅ। ପିଲା ବେଳୁ ସେ ଜଣେ ମେଧାବୀ ଛାତ୍ରୀ ଭାବେ ବିଦ୍ୟାଳୟ ଓ କଲେଜରେ ସୁନାମ ଅର୍ଜନ କରିଥିଲେ ା ତାଙ୍କର ଏହି ସଫଳତା ପାଇଁ ସେ ଭଗବାନ, ପିତାମାତା ଓ ଶିକ୍ଷୟତ୍ରୀଶିକ୍ଷକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri